Base Word
μνᾶ
Short Definitiona mna (i.e., mina), a certain weight
Long Definitionin the Old Testament, a weight of 300 shekels was one pound
Derivationof Latin origin
Same as
International Phonetic Alphabetmˈnɑ
IPA modmˈnɑ
Syllablemna
Dictionm-NA
Diction Modm-NA
Usagepound

Luke 19:13
ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'

Luke 19:16
ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'

Luke 19:16
ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'

Luke 19:18
ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'

Luke 19:18
ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'

Luke 19:20
ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।

Luke 19:24
ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।

Luke 19:24
ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।

Luke 19:25
ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்