Base Word
ὁμοιόω
Short Definitionto assimilate, i.e., compare; passively, to become similar
Long Definitionto be made like
Derivationfrom G3664
Same asG3664
International Phonetic Alphabetho.myˈo.o
IPA modow.myˈow.ow
Syllablehomoioō
Dictionhoh-moo-OH-oh
Diction Modoh-moo-OH-oh
Usagebe (make) like, (in the) liken(-ess), resemble

Matthew 6:8
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

Matthew 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

Matthew 7:26
କିନ୍ତୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, କିନ୍ତୁ ସଗେୁଡିକୁ ମାନି ଚଳନୋହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ଯକ୍ତି ଭଳି।

Matthew 11:16
ଏହି ଲୋକମାନଙ୍କ ବିଷୟ ରେ ମୁଁ କ'ଣ କହିବି। ସମାନେେ କେଉଁ ପ୍ରକାରର? ସମାନେେ ବଜାର ରେ ବସିଥିବା ପାଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

Matthew 13:24
ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।

Matthew 18:23
ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।

Matthew 22:2
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।

Matthew 25:1
ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,

Mark 4:30
ସେ ପୁଣି କହିଲେ, ପରମେଶ୍ବରଙ୍କ ରାଜ୍ଯ ସଂପର୍କ ରେ କ'ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ଯମ ରେ ଏହା ବୁଝାଇବି?

Luke 7:31
ତବେେ ମୁଁ ପୁଣି ଏହି ୟୁଗର ଲୋକମାନଙ୍କ ବିଷୟ ରେ କ'ଣ କହିବି? ମୁଁ କାହା ସହିତ ସମାନଙ୍କେୁ ତୁଳନା କରିବି? ସମାନେେ କାହା ଭଳି ହବେ?

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்