Base Word
ὄψιος
Short Definitionlate; feminine (as noun) afternoon (early eve) or nightfall (later eve)
Long Definitionlate
Derivationfrom G3796
Same asG3796
International Phonetic Alphabetˈo.p͡si.os
IPA modˈow.p͡si.ows
Syllableopsios
DictionOH-psee-ose
Diction ModOH-psee-ose
Usageeven(-ing, -tide)

Matthew 8:16
ସହେିଦିନ ସନ୍ଧ୍ଯା ରେ ଲୋକେ ତାହାଙ୍କ ପାଖକୁ ଭୂତ ଗ୍ରସ୍ତ ଅନକେ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞା ରେ ସହେି ଭୂତମାନଙ୍କୁ ବାହାର କରି ଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରି ଦେଲେ।

Matthew 14:15
ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।

Matthew 14:23
ତା'ପରେ ଜମା ହାଇେଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ ଉପରକୁ ଗଲେ। ସନ୍ଧ୍ଯା ହାଇେ ସାରିଥିଲା, ଯୀଶୁ ସଠାେରେ ଏକୁଟିଆ ଥିଲେ।

Matthew 16:2
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ସୂର୍ୟ୍ଯାସ୍ତ ସମୟରେ ଆକାଶକୁ ଲାଲରଙ୍ଗ ହାଇେଥିବାର ଦେଖିଲେ କୁହ ଯେ ପାଗ ଭଲ ରହିବ।

Matthew 20:8
ସନ୍ଧ୍ଯା ହବୋରୁ ଦ୍ରାକ୍ଷା ବଗିଚ଼ାର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡ଼ାକି କହିଲେ, 'ଶ୍ରମିକମାନଙ୍କୁ ଡ଼ାକ। ମୁଁ ଯେଉଁମାନଙ୍କୁ ଶଷେ ରେ କାମ ରେ ଲଗାଇଲି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦବୋ ଆରମ୍ଭ କର। ସର୍ବ ଶଷେ ରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।'

Matthew 26:20
ସନ୍ଧ୍ଯା ବେଳେ ଯୀଶୁ ନିଜର ବିରଜଣଯାକ ଶିଷ୍ଯଙ୍କ ସହିତ ଖାଇବାକୁ ବସିଲେ।

Matthew 27:57
ସନ୍ଧ୍ଯା ହବୋ ବଳକେୁ ଯୋଷଫେ ନାମକ ହାରାମଥିଯାର ଜଣେ ଧନୀ ଲୋକ ୟିରୁଶାଲମ ରେ ଆସି ପହନ୍ଚିଲେ। ସେ ମଧ୍ଯ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ।

Mark 1:32
ସୂର୍ୟ୍ଯ ବୁଡି ୟିବା ପରେ, ସହେି ରାତି ରେ ଲୋକମାନେ ଅନକେ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେଉଁ ଲୋକମାନଙ୍କ ଦହେ ଭିତ ରେ ଦୁଷ୍ଟାତ୍ମା ପ୍ରବେଶ କରି ରହି ଥିଲା, ସମାନଙ୍କେୁ ମଧ୍ଯ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ।

Mark 4:35
ସହେିଦିନ ସନ୍ଧ୍ଯା ବେଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଚାଲ, ଆର ପଟକୁ ୟିବା।

Mark 6:47
ସନ୍ଧ୍ଯା ହବୋ ପରେ ମଧ୍ଯ ଡଙ୍ଗାଟି ହ୍ରଦ ମଝି ରେ ଥିଲା ଓ ଯୀଶୁ ସ୍ଥଳ ଭାଗ ରେ ଏକୁଟିଆ ଥିଲେ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்