Base Word
πατριάρχης
Short Definitiona progenitor ("patriarch")
Long Definitionpatriarch, founder of a tribe, progenitor
Derivationfrom G3965 and G0757
Same asG0757
International Phonetic Alphabetpɑ.triˈɑr.xes
IPA modpɑ.triˈɑr.xe̞s
Syllablepatriarchēs
Dictionpa-tree-AR-hase
Diction Modpa-tree-AR-hase
Usagepatriarch

Acts 2:29
ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।

Acts 7:8
ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

Acts 7:9
ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।

Hebrews 7:4
ମଲ୍କୀଷଦକେ କେତେ ମହାନ୍ ବ୍ଯକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ୟୁଦ୍ଧ ରେ ଯାହା କିଛି ଜିତି ଥିଲେ ତାର ଏକ ଦଶମାଂଶ ମଲ୍କୀଷଦକଙ୍କେୁ ଦେଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்