Mark 7:36
ଯୀଶୁ ସମାନଙ୍କେୁ ଆଜ୍ଞା ଦେଲେ ଯେ ଏ ବିଷୟ ରେ କାହାକୁ କିଛି ଯେପରି ନକୁହନ୍ତି। ଯୀଶୁ ସଦା ବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସମାନେେ ଅନ୍ୟ କାହାକୁ ତାହାଙ୍କ ବିଷୟ ରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମ ରେ ଲୋକେ ତାହାଙ୍କ ବିଷୟ ରେ ଅଧିକରୁ ଅଧିକ ପ୍ରଚାର କରୁଥିଲେ।
Luke 7:26
ତବେେ ତୁମ୍ଭମାନେେ କ'ଣ ଦେଖିବାପାଇଁ ବାହାରି ଯାଇଥିଲ? କ'ଣ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ଯଦ୍ବକ୍ତାଙ୍କଠାରୁ ମଧ୍ଯ ମହାନ୍ ଅଟନ୍ତି।
Hebrews 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
Hebrews 7:15
ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକ ଅଛନ୍ତି।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்