John 7:30
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।
John 7:32
ଲୋକମାନେ ଯୀଶୁଙ୍କ ବିଷୟ ରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ଯ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିର ରେ କେତକେ ସୈନ୍ଯଙ୍କୁ ପଠାଇଲେ।
John 7:44
ଲୋକମାନଙ୍କ ମଧ୍ଯରୁ କେତକେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଚାହିଁଲେ। କିନ୍ତୁ କହେି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
John 8:20
ଯୀଶୁ ଏସବୁ କଥା ମନ୍ଦିର ପରିସର ରେ ଉପଦେଶ ଦଲୋ ବେଳେ କହିଲେ। ଦାନ ପାତ୍ର ରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହାଇେଥିଲେ। କିନ୍ତୁ କହେି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ ସମୟ ସପେର୍ୟ୍ଯନ୍ତ ଆସି ନଥିଲା।
John 10:39
ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।
John 11:57
କିନ୍ତୁ ମହାୟାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧ ରେ ଗୋଟିଏ ବିଶଷେ ଆଦେଶ ଦଇେଥିଲେ। ସମାନେେ ଘାଷେଣା କରିଥିଲେ ଯେ, ଯୀଶୁ କେଉଁଠା ରେ ଅଛନ୍ତି ଏହା ଜାଣିଥିବା ବ୍ଯକ୍ତି ସଙ୍ଗେ ସଙ୍ଗେ ସମାନଙ୍କେୁ ଜଣାଇବ। ତବେେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିପାରିବେ।
John 21:3
ଶିମାନେ ପିତର କହିଲେ, ମୁଁ ମାଛ ଧରିବାକୁ ଯାଉଛି। ଅନ୍ୟ ଶିଷ୍ଯମାନେ କହିଲେ, ଆମ୍ଭେ ତୁମ୍ଭ ସହିତ ୟିବୁ। ତେଣୁ ସବୁ ଶିଷ୍ଯମାନେ ଯାଇ ନେ ୗକା ରେ ବସିଲେ। ସମାନେେ ମାଛ ଧରିବାକୁ ସାରା ରାତି ଚେଷ୍ଟା କଲେ, କିନ୍ତୁ କିଛି ଧରିପାରିଲେ ନାହିଁ.
John 21:10
ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ଧରିଥିବା କିଛି ମାଛ ଆଣ।
Acts 3:7
ଏହା କହି ପିତର ତା'ର ଡ଼ାହାଣ ହାତ ଧରି ଉେଠଇଲେ। ସଙ୍ଗେ ସଙ୍ଗେ ତା' ଗୋଡ଼ ଓ ପାଦ ଶକ୍ତ ହାଇଗେଲା। ସେ ଡ଼ଇେଁ ପଡ଼ି ଚ଼ାଲିବାକୁ ଆରମ୍ଭ କଲା
Acts 12:4
ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।
Occurences : 12
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்