Base Word
προσάγω
Short Definitionto lead towards, i.e., (transitively) to conduct near (summon, present), or (intransitively) to approach
Long Definitionto lead, to bring
Derivationfrom G4314 and G0071
Same asG0071
International Phonetic Alphabetprosˈɑ.ɣo
IPA modprowsˈɑ.ɣow
Syllableprosagō
Dictionprose-AH-goh
Diction Modprose-AH-goh
Usagebring, draw near

Luke 9:41
ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ବିଶ୍ବାସ ବିହିନ ଜୀବନ ଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି? ତା'ପରେ ଯୀଶୁ ଲୋକଟିକୁ କହିଲେ, ତୁମ୍ଭ ପୁଅକୁ ଏଠାକୁ ଆଣ।

Acts 16:20
ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।

Acts 27:27
ଝଡ଼ର ଚ଼ଉଦ ଦିନ ରେ ପ୍ରାୟ ମଧ୍ଯ ରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିଯା ସମୁଦ୍ରର ପାଖ ରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗ ରେ ନିକଟବର୍ତ୍ତୀ ହାଇେଛନ୍ତି ବୋଲି ସନ୍ଦହେ କଲେ।

1 Peter 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்