Base Word
προσδέχομαι
Short Definitionto admit (to intercourse, hospitality, credence, or (figuratively) endurance); by implication, to await (with confidence or patience)
Long Definitionto receive to one's self, to admit, to give access to one's self
Derivationfrom G4314 and G1209
Same asG1209
International Phonetic Alphabetprosˈðɛ.xo.mɛ
IPA modprowsˈðe̞.xow.me
Syllableprosdechomai
Dictionprose-THEH-hoh-meh
Diction Modprose-THAY-hoh-may
Usageaccept, allow, look (wait) for, take

Mark 15:43
ହାରାମାଥୀଯାର ୟହୁଦୀ ୟୋ ସଫେ ମହାସଭାର ଜଣେ ସମ୍ମାନିତ ସଦସ୍ଯ ଥିଲେ ଓ ସେ ପରମେଶ୍ବରଙ୍କ ରାଜ୍ଯ ଆସୁ ବୋଲି ଚାହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

Luke 2:25
ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।

Luke 2:38
ସେ ସହେି ସମୟରେ ଶିଶୁ ଓ ତା'ର ବାପାମାଆଙ୍କ ପାଖକୁ ଆସିଲେ। ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ଯେଉଁମାନେ ୟିରୁଶାଲମର ମୁକ୍ତିର ଅପେକ୍ଷା ରେ ଥିଲେ, ସହେି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟ ରେ କହିଲେ।

Luke 12:36
ବିବାହ ଭୋଜିରୁ ଫରେି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଚାକରମାନଙ୍କ ଭଳି ହୁଅ। କାରଣ ମାଲିକ ଫରେି ଆସି କବାଟ ବାଡଇବୋ ମାତ୍ ରେ ଚାକରମାନେ ସଙ୍ଗେସଙ୍ଗେ ମାଲିକକୁ ଦୁଆର ଫିଟଇେ ଦବେେ।

Luke 15:2
ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, ଏହି ବ୍ଯକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ବାଗତ କରୁଛନ୍ତି ଓ ଏପରିକି ସମାନଙ୍କେ ସହିତ ଖାଉଛନ୍ତି।

Luke 23:51
ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ଯା କରିବାକୁ ସ୍ଥିର କଲା ବେଳେ ସେ ସେଥି ରେ ରାଜି ହାଇନେଥିଲେ।

Acts 23:21
କିନ୍ତୁ ଆପଣ ସମାନଙ୍କେ କଥା ବିଶ୍ବାସ କରିବେ ନାହିଁ। ଚ଼ାଳିଶ ଜଣରୁ ଅଧିକ ଯିହୂଦୀୟ ଲୁଚ଼ଛନ୍ତି ଏବଂ ପାଉଲଙ୍କୁ ହତ୍ଯା କରିବା ପାଇଁ ଅପେକ୍ଷା କରିଛନ୍ତି। ସମାନେେ ତାହାଙ୍କୁ ନ ମାରିବା ପର୍ୟ୍ଯନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସମାନେେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।

Acts 24:15
ଏହି ବ୍ଯକ୍ତିମାନଙ୍କ ଭଳି, ମୁଁ ମଧ୍ଯ ପରମେଶ୍ବରଙ୍କଠା ରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ହବେ।

Romans 16:2
ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ବରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କ ଠା ରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସଗେୁଡିକ ଦ୍ବାରା ତାହାଙ୍କୁ ସାହାୟ୍ଯ କର। ସେ ମାେତେ ଓ ଅନ୍ୟ ଅନକେ ଲୋକଙ୍କୁ ବହୁତ ସାହାୟ୍ଯ କରିଛନ୍ତି।

Philippians 2:29
ସେଥିପାଇଁ ପ୍ରଭୁଙ୍କଠା ରେ ଆନନ୍ଦର ସହିତ ତାହାଙ୍କୁ ସ୍ବାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭମାନେେ ସମ୍ମାନ ଦିଅ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்