Base Word
πῶλος
Short Definitiona "foal" or "filly", i.e., (specially), a young ass
Long Definitiona colt, the young of a horse
Derivationapparently a primary word
Same as
International Phonetic Alphabetˈpo.los
IPA modˈpow.lows
Syllablepōlos
DictionPOH-lose
Diction ModPOH-lose
Usagecolt

Matthew 21:2
ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

Matthew 21:5
ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9

Matthew 21:7
ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

Mark 11:2
ଆଗ ରେ ଦଖାଯାେଉଥିବା ଗାଆଁକୁ ଯାଅ। ଗାଁଆ ଭିତ ରେ ପ୍ରବେଶ କରିବା ମାତ୍ ରେ ତୁମ୍ଭମାନେେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଛୁଆ ଉପରେ କହେି ଏ ପର୍ୟ୍ଯନ୍ତ ଚଢି ନାହାଁନ୍ତି। ତାକୁ ଖାଲିେ ମାେ ପାଖକୁ ନଇେ ଆସ।

Mark 11:4
ସମାନେେ ଚାଲିଗଲେ। ସମାନେେ ଗୋଟିଏ ଦ୍ବାର ପାଖ ଦାଣ୍ଡ ରେ ଏକ ଗଧଛଆକୁ ବନ୍ଧା ହାଇେଥିବାର ଦେଖିଲେ। ସମାନେେ ତାହାକୁ ଖାଲିେ ଦେଲେ।

Mark 11:5
କେତକେ ଲୋକ ସଠାେରେ ଠିଆ ହାଇେଥିଲେ। ସମାନେେ ଏହା ଦେଖି ପଚାରିଲେ, ତୁମ୍ଭମାନେେ ଏ ଗଧଛୁଆକୁ କାହିଁକି ଖୋଲୁଛ?

Mark 11:7
ଶିଷ୍ଯମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା' ଉପରେ ବସିଲେ।

Luke 19:30
ଆଗ ରେ ଯେଉଁ ଗାଁ ଦଖାଯାେଉଛି, ସଠାେକୁ ଯାଅ। ତୁମ୍ଭମାନେେ ଗାଁ ରେ ପଶିବା ମାତ୍ ରେ ସଠାେରେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଉପରେ କହେି କବେେ ହେଲେ ଚଢି ନଥିବେ। ତାକୁ ଖାଲିେ ଦଇେ ମାେ ପାଖକୁ ଆଣିବ।

Luke 19:33
ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?

Luke 19:33
ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்