Base Word
ἄγκυρα
Short Definitionan "anchor" (as crooked)
Long Definitionan anchor
Derivationfrom the same as G0043
Same asG0043
International Phonetic Alphabetˈɑŋ.ky.rɑ
IPA modˈɑŋ.cju.rɑ
Syllableankyra
DictionANG-koo-ra
Diction ModANG-kyoo-ra
Usageanchor

Acts 27:29
ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।

Acts 27:30
କେତକେ ନାବିକ ଜାହାଜ ଛାଡ଼ି ଚ଼ାଲିୟିବାକୁ ଚାହିଁଲେ। ତେଣୁ ସମାନେେ ଜୀବନରକ୍ଷକ ଡ଼ଙ୍ଗାକୁ ପାଣି ରେ ଖ ସଇେ ଦେଲେ। ଯାହା ଫଳ ରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନା ରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।

Acts 27:40
ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।

Hebrews 6:19
ଆମ୍ଭର ସହେି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢୁଆଳ ରେ ଥିବା ପବିତ୍ର ସ୍ଥାନ ରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରେଖ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்