Base Word
σέβομαι
Short Definitionto revere, i.e., adore
Long Definitionto revere, to worship
Derivationmiddle voice of an apparently primary verb
Same as
International Phonetic Alphabetˈsɛ.βo.mɛ
IPA modˈse̞.vow.me
Syllablesebomai
DictionSEH-voh-meh
Diction ModSAY-voh-may
Usagedevout, religious, worship

Matthew 15:9
ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13

Mark 7:7
ସମାନଙ୍କେର ମାେ ପାଇଁ ଉପାସନା ନିରର୍ଥକ, କାରଣ ସମାନେେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ଯକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।'ୟିଶାଇୟ 29:13

Acts 13:43
ସଭା ସମାପ୍ତ ହବୋପରେ ଅନକେ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସମାନେେ ସମାନଙ୍କେ ସହିତ କଥାବାର୍ତ୍ତା ହାଇେ ସମାନଙ୍କେୁ ପରମେଶ୍ବରଙ୍କ ଅନୁଗ୍ରହ ରେ ସ୍ଥିର ହାଇେ ରହିବାପାଇଁ କହିଲେ।

Acts 13:50
ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।

Acts 16:14
ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।

Acts 17:4
ସମାନଙ୍କେ ମଧ୍ଯରୁ କେତକେ ଲୋକ ପରିବର୍ତ୍ତିତ ହେଲ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ଯ ପରମେଶ୍ବରଙ୍କୁ ପୂଜା କରୁଥିବା ଅନକେ ଗ୍ରୀକ୍ ଲୋକ ଓ ଅନକେ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ଯ ସମାନଙ୍କେ ସହିତ ୟୋଗ ଦେଲେ।

Acts 17:17
ତେଣୁ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ।

Acts 18:7
ପାଉଲ ସମାଜଗୃହ ଛାଡ଼ି ସତ୍ଯ ପରମେଶ୍ବରଙ୍କର ଜଣେ ଉପାସକ ତିତସ ୟୂସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖ ରେ ଥିଲା।

Acts 18:13
ସମାନେେ କହିଲେ, ଏହି ଲୋକ ଯେଉଁ ଉପାୟ ରେ ପରମେଶ୍ବରଙ୍କ ଉପାସନା କରିବାପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ଯବସ୍ଥାର ବିରୁଦ୍ଧ ଅଟେ।

Acts 19:27
ଏହା ଦ୍ବାରା କବଳେ ଆମ୍ଭ କାର୍ୟ୍ଯର କ୍ଷତି ଘଟିବ ନାହିଁ ମାତ୍ର ମହାଦବେୀ ଆର୍ତ୍ତମେୀର ମନ୍ଦିରର ମଧ୍ଯ କୌଣସି ଗୁରୁତ୍ବ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦବେୀକୁ ପୂଜା କରନ୍ତି, ତାହାର ମହିମା ମଧ୍ଯ ନଷ୍ଟ ହାଇଯେିବ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்