Base Word
ἀνομία
Short Definitionillegality, i.e., violation of law or (genitive case) wickedness
Long Definitionthe condition of without law
Derivationfrom G0459
Same asG0459
International Phonetic Alphabetɑ.noˈmi.ɑ
IPA modɑ.nowˈmi.ɑ
Syllableanomia
Dictionah-noh-MEE-ah
Diction Modah-noh-MEE-ah
Usageiniquity, X transgress(-ion of) the law, unrighteousness

Matthew 7:23
ତବେେ ମୁଁ ସମାନଙ୍କେୁ ଖାେଲାଖାଲିେ ଭାବରେ କହିବି ଯେ, 'ମୁଁ ତୁମ୍ଭକୁ ଆଦୌ ଜାଣିନି। ଆ ରେ କୁକର୍ମୀମାନେ, ମାେ ପାଖରୁ ଚାଲିଯାଅ।'

Matthew 13:41
ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।

Matthew 23:28
ଠିକ୍ ସହେିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦଖାେ ଯାଉଛ, କିନ୍ତୁ ଭିତ ରେ ତୁମ୍ଭେ ଛନ୍ଦ କପଟ ଓ ଖରାପ ଗୁଣ ରେ ପରିପୂର୍ଣ୍ଣ।

Matthew 24:12
ସଂସାର ରେ ମନ୍ଦ ବଢ଼ି ବଢ଼ି ଚ଼ାଲିବ। ଅଧିକାଂଶ ବିଶ୍ବାସୀ ଲୋକଙ୍କର ପରମେଶ୍ବରଙ୍କ ପ୍ ରମେ ଲୋକ ପାଇୟିବ।

Romans 4:7
ଲୋକେ ପ୍ରକୃତ ରେ ଧନ୍ଯ, ଯେତବେେଳେ ସମାନଙ୍କେର ଅପରାଧ କ୍ଷମା କରାଯାଏ, ଓ ଯେତବେେଳେ ସମାନଙ୍କେର ପାପଗୁଡ଼ିକୁ ଢ଼ାଙ୍କି ଦିଆ ଯାଏ!

Romans 6:19
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।

2 Corinthians 6:14
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?

2 Thessalonians 2:7
ସଂସାର ରେ ଏବେ ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ୟିଏ, ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ଯପଟରୁ ଦୂ ରଇେ ନ ୟିବା ପର୍ୟ୍ଯନ୍ତ ସହେି ଶକ୍ତିକୁ ପ୍ରତିରୋଧ କରୁଥିବେ,

Titus 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்