Base Word
στήκω
Short Definitionto be stationary, i.e., (figuratively) to persevere
Long Definitionto stand firm
Derivationfrom the perfect tense of G2476
Same asG2476
International Phonetic Alphabetˈste.ko
IPA modˈste̞.kow
Syllablestēkō
DictionSTAY-koh
Diction ModSTAY-koh
Usagestand (fast)

Mark 11:25
ତୁମ୍ଭମାନେେ ଯେତବେେଳେ ପ୍ରାର୍ଥନା କରିବାକୁ ଠିଆ ହାଇେଥିବ, ସେତବେେଳେ ଯଦି ତୁମ୍ଭମାନଙ୍କର ମନେ ପଡିଯାଏ ଯେ, ତୁମ୍ଭମାନେେ କାହାରି ଉପରେ କୌଣସି କାରଣରୁ ରାଗିଛ, ତବେେ ସହେି ଲୋକକୁ କ୍ଷମା କରି ଦିଅ।

Romans 14:4
ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।

1 Corinthians 16:13
ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।

Galatians 5:1
ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।

Philippians 1:27
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।

Philippians 4:1
ମାେ ପ୍ରିୟ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମାରେ ଆନନ୍ଦ ଓ ମାରେ ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଚାଲିଥାଅ।

1 Thessalonians 3:8
ତୁମ୍ଭମାନେେ ପ୍ରଭୁଙ୍କଠା ରେ ଦୃଢ଼ ରହିଲେ, ଆମ୍ଭର ଜୀବନ ପ୍ରକୃତ ରେ ସଫଳ ହୁଏ।

2 Thessalonians 2:15
ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ବାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ବାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ଯମ ରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்