Matthew 27:44
ଯେଉଁ ଡ଼କାୟତମାନଙ୍କୁ ଯୀଶୁଙ୍କ ପାଖ ରେ କୃଶ ରେ ଚ଼ଢ଼ଇେ ଦିଆଯାଉଥିଲା, ସମାନେେ ମଧ୍ଯ ଯୀଶୁଙ୍କୁ ସହେିଭଳି ଥଟ୍ଟା କରିବା ରେ ଲାଗିଲେ।
Mark 15:32
ଯଦି ପ୍ରକୃତ ରେ ସେ ଖ୍ରୀଷ୍ଟ, ଇସ୍ରାଯଲରେ ରାଜା, ତବେେ ବର୍ତ୍ତମାନ ସେ କୃଶ ଉପରୁ ତଳକୁ ଓହ୍ଲଇେ ଆସୁ। ନିଜକୁ ରକ୍ଷା କରୁ। ତା ହେଲେ ଆମ୍ଭମାନେେ ତାହା ଦେଖିବା ଓ ତାକୁ ବିଶ୍ବାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖ ରେ କୃଶ-ବିଦ୍ଧ କରାଯାଉଥିଲା, ସମାନେ ମଧ୍ଯ ଯୀଶୁଙ୍କ ଅପମାନିତ କଲେ।
John 19:32
ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ ଭାଙ୍ଗି ଦେଲେ। ତା'ପରେ ସମାନେେ ଅନ୍ୟ ଲୋକଟିର ଗୋଡ ଭାଙ୍ଗି ଦେଲେ।
Romans 6:6
ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କୃଶ ଉପରେ ତାହାଙ୍କ ସହିତ ମୃତ ହାଇେ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ବ ନକରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହବେୁ ନାହିଁ।
Galatians 2:20
ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்