Base Word
τούτους
Short Definitionthese (persons, as objective of verb or preposition)
Long Definitionthese
Derivationaccusative case plural masculine of G3778
Same asG3778
International Phonetic Alphabetˈtu.tus
IPA modˈtu.tus
Syllabletoutous
DictionTOO-toos
Diction ModTOO-toos
Usagesuch, them, these, this

Matthew 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

Matthew 7:26
କିନ୍ତୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, କିନ୍ତୁ ସଗେୁଡିକୁ ମାନି ଚଳନୋହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ଯକ୍ତି ଭଳି।

Matthew 7:28
ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

Matthew 10:5
ଏହି ବାରଜଣ ଶିଷ୍ଯଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: କୌଣସି ଅଣଯିହୂଦୀ ଅଞ୍ଚଳକୁ ୟିବନାହିଁ କି ଶମିରୋଣର କୌଣସି ନଗର ରେ ପ୍ରବେଶ କରିବନାହିଁ।

Matthew 19:1
ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍‌ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।

Matthew 26:1
ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ଯମାନଙ୍କୁ କହିଲେ,

Mark 8:4
ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭମାନେେ ଏ ଜନହୀନ ଅଂଚଳ ରେ ଏମାନଙ୍କୁ ଖୁଆଇବା ପାଇଁ ୟଥେଷ୍ଟ ଖାଦ୍ୟ କୁଆଡୁ ପାଇ ପାରିବୁ?

Luke 9:28
ଏକଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗ ରେ ନଇେ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।

Luke 9:44
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ଯପୁତ୍ରଙ୍କୁ କେତଜେଣ ମନୁଷ୍ଯମାନଙ୍କ ହାତ ରେ ଧ ରଇେ ଦବେେ।

Luke 19:15
ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்