No lexicon data found for Strong's number: 5258

ମାଥିଉଲିଖିତ ସୁସମାଚାର 1:24
ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।

ଲୂକଲିଖିତ ସୁସମାଚାର 9:32
ସେତବେେଳେ ପିତର ଓ ଅନ୍ୟମାନେ ଶାଇେ ପଡିଥିଲେ। କିନ୍ତୁ ସମାନେେ ଉଠି ପଡିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହାଇେଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ଯ ସମାନେେ ଦେଖିଲେ:

ଯୋହନଲିଖିତ ସୁସମାଚାର 11:13
ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ଯମାନେ ବୁଝିଲେ ଯେ ସେ ସାଧାରଣ ଶାଇେବା ବିଷୟ ରେ କହୁଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:9
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:9
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:11
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்