Base Word | |
ὑποπόδιον | |
Short Definition | something under the feet, i.e., a foot-rest (figuratively) |
Long Definition | a footstool |
Derivation | neuter of a compound of G5259 and G4228 |
Same as | G4228 |
International Phonetic Alphabet | hy.poˈpo.ði.on |
IPA mod | ju.powˈpow.ði.own |
Syllable | hypopodion |
Diction | hoo-poh-POH-thee-one |
Diction Mod | yoo-poh-POH-thee-one |
Usage | footstool |
Matthew 5:35
ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।
Matthew 22:44
ପ୍ରଭୁ ମାରେ ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ନିୟନ୍ତ୍ରଣ ରେ ଦବେି ଏବଂ ତୁମ୍ଭେ ମାରେ ଡ଼ାହାଣ ପଟେ ବସିବ। ଗୀତସଂହିତା 110:1
Mark 12:36
ସ୍ବଯଂ ଦାଉଦ ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ କହିଥିଲେ,
Luke 20:43
ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭ ଶକ୍ତି ଅଧୀନ ରେ ରଖିବି।' ଗୀତସଂହିତା 110:1
Acts 2:35
ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1
Acts 7:49
ପୃଥିବୀ ମାହେର ପାଦପୀଠ। ତୁମ୍ଭମାନେେ ମାେ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମାରେ ବିଶ୍ରାମ ନବୋପାଇଁ ସ୍ଥାନ କେଉଁଠି?
Hebrews 1:13
ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
Hebrews 10:13
ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।
James 2:3
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।
Occurences : 9
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்