Base Word
φθόνος
Short Definitionill-will (as detraction), i.e., jealousy (spite)
Long Definitionenvy
Derivationprobably akin to the base of G5351
Same asG5351
International Phonetic Alphabetˈfθo.nos
IPA modˈfθow.nows
Syllablephthonos
DictionFTHOH-nose
Diction ModFTHOH-nose
Usageenvy

Matthew 27:18
ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଇର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତ ରେ ଯୀଶୁଙ୍କୁ ସମର୍ପି ଦଇେଛନ୍ତି।

Mark 15:10
ପୀଲାତ ଏକଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ବିତ ହାଇେ ଯୀଶୁଙ୍କୁ ତାହାଙ୍କ ହାତ ରେ ସମର୍ପଣ କରି ଦଇେଛନ୍ତି।

Romans 1:29
ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।

Galatians 5:21
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।

Philippians 1:15
ଏହା ସତ୍ଯ ଯେ ସମାନଙ୍କେ ଭିତରୁ କେତଜେଣ କଠାେର ଓ ଈର୍ଷାନ୍ବିତ ହାଇେ ବିବାଦ ମନୋଭାବ ନଇେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ ଭାବରେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି।

1 Timothy 6:4
ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

James 4:5
ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334

1 Peter 2:1
ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்