Base Word
φόβος
Short Definitionalarm or fright
Long Definitionfear, dread, terror
Derivationfrom a primary φέβομαι (to be put in fear)
Same as
International Phonetic Alphabetˈfo.βos
IPA modˈfow.vows
Syllablephobos
DictionFOH-vose
Diction ModFOH-vose
Usagebe afraid, + exceedingly, fear, terror

Matthew 14:26
ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସମାନେେ କୁହାକୁହି ହେଲେ, ଏତ ଗୋଟିଏ ଭୂତ। ସମାନେେ ଭୟ ରେ ଚିତ୍କାର କଲେ।

Matthew 28:4
କବଲକୁ ଜଗି ରହିଥିବା ସୈନ୍ଯମାନେ ସ୍ବର୍ଗଦୂତଙ୍କୁ ଦେଖି ଡ଼ରିଗଲେ। ସମାନେେ ଭୟ ରେ ଥରିବାକୁ ଲାଗିଲେ। ସମାନେେ ମୃତ ପ୍ରାୟ ହାଇଗେଲେ।

Matthew 28:8
ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।

Mark 4:41
ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।

Luke 1:12
ଜିଖରିୟ ସ୍ବର୍ଗଦୂତଙ୍କୁ ଦେଖିବା ମାତ୍ ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।

Luke 1:65
ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ୟିହୂଦାର ସମସ୍ତ ପାହାଡିଆ ପ୍ରଦେଶ ରେ ଲୋକେ ଏହି ସବୁ ଘଟଣା ବିଷୟ ରେ ଚର୍ଚ୍ଚା କରିବାକୁ ଲାଗିଲେ।

Luke 2:9
ପ୍ରଭୁଙ୍କର ଜଣେ ଦୂତ ମଷେପାଳକମାନଙ୍କ ସମ୍ମୁଖ ରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ଯୋତିଃ ସମାନଙ୍କେର ଚତୁର୍ଦ୍ଦିଗ ରେ ଝଲକି ଉଠିଲା।

Luke 5:26
ସଠାେରେ ଯେଉଁମାନେ ଉପସ୍ଥିତ ଥିଲେ, ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ହାଇଯୋଇ ପରମେଶ୍ବରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ବରଙ୍କ ଶକ୍ତି ଦେଖି ସମାନଙ୍କେ ହୃଦୟ ଭକ୍ତି ରେ ଭରିଗଲା। ସମାନେେ କହି ଉଠିଲେ, ଆଜି ଆମ୍ଭମାନେେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।

Luke 7:16
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।

Luke 8:37
ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।

Occurences : 47

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்