No lexicon data found for Strong's number: 714

Matthew 25:9
ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'

Luke 3:14
ସୈନ୍ଯମାନେ ତାହାଙ୍କୁ ପଚାରିଲେ, ଆମ୍ଭକୁ କ'ଣ କରିବାକୁ ହବେ?

John 6:7
ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।

John 14:8
ଫିଲିପ୍ପ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦଖାେନ୍ତୁ। ଆମ୍ଭର ସତେିକି ଦରକାର।

2 Corinthians 12:9
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।

1 Timothy 6:8
ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।

Hebrews 13:5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

3 John 1:10
ମୁଁ ସଠାରୁେ ଆସିଲେ, ଦିୟତ୍ରିଫାର କାର୍ୟ୍ଯ ବିଷୟ ରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟ ରେ ମିଥ୍ଯା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସବୋ କରୁଥିବା ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁ ନାହିଁ। ଯେଉଁମାନେ ସହେି ଭାଇମାନଙ୍କୁ ସାହାୟ୍ଯ କରିବାକୁ ଚାହାଁନ୍ତି, ସମାନଙ୍କେୁ ମଧ୍ଯ ସେ ମନା କରୁଛି। ସେ ସମାନଙ୍କେୁ ମଣ୍ଡଳୀରୁ ବାହାର କରିଦିଏ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்