Base Word
ἄτιμος
Short Definition(negatively) unhonored or (positively) dishonored
Long Definitionwithout honor, unhonored, dishonored
Derivationfrom G0001 (as a negative particle) and G5092
Same asG0001
International Phonetic Alphabetˈɑ.ti.mos
IPA modˈɑ.ti.mows
Syllableatimos
DictionAH-tee-mose
Diction ModAH-tee-mose
Usagedespised, without honour, less honourable (comparative degree)

Matthew 13:57
ସହେି ଲୋକମାନେ ଯୀଶୁଙ୍କ ସ୍ବୀକାର କଲନୋହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ଲୋକେ ସମ୍ମାନ ଦଅନ୍ତି। କିନ୍ତୁ ନିଜ ସହର ରେ ଓ ତାହାଙ୍କ ନିଜ ପରିବାର ରେ ଜଣେ ଭବିଷ୍ଯଦ୍ବକ୍ତା ସମ୍ମାନ ପାଏ ନାହିଁ।

Mark 6:4
ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, ଅନ୍ୟମାନେ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ସମ୍ମାନ ଦଇେଥା'ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।

1 Corinthians 4:10
ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

1 Corinthians 12:23
ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସଗେୁଡ଼ିକ ପ୍ରତି ଆମେ ଅଧିକ ଧ୍ଯାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଚାହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶଷେ ଧ୍ଯାଦ ଦେଉ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்