Matthew 21:17
ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।
Matthew 26:6
ଯୀଶୁ ବେଥନୀଯା ରେ ଥିଲେ। ସେ କୁଷ୍ଠ ରୋଗୀ ଶିମାନରେ ଘ ରେ ରହିଥିଲେ।
Mark 11:1
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମର ନିକଟବର୍ତ୍ତୀ ହେଲେ। ସମାନେେ ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ସହର ରେ ପହନ୍ଚିଲେ। ଯୀଶୁ ନିଜ ଶିଷ୍ଯମାନଙ୍କ ଭିତରୁ ଦୁଇ ଜଣକୁ ଏହା କହି ପଠାଇଲେ,
Mark 11:11
ଯୀଶୁ ୟିରୁଶାଲମ ଆସି ମନ୍ଦିର ଭିତ ରେ ପ୍ରବେଶ କଲେ। ଯୀଶୁ ମନ୍ଦିର ରେ ପ୍ରେତ୍ୟକକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତବେେଳକେୁ ବହୁତ ଡରେି ହାଇେ ଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ ରରେିତଙ୍କ ସହିତ ବେଥନିଆକୁ ଚାଲିଗଲେ।
Mark 11:12
ତହିଁ ଆରଦିନ ଯେତବେେଳେ ସମାନେେ ବେଥନିଆରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା।
Mark 14:3
ଯୀଶୁ ବେଥନିଆ ରେ କୁଷ୍ଠ ରୋଗୀ ଶିମାନଙ୍କେ ଘ ରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀ ଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚିକ୍କଣ ସ୍ପଟିକ ସିଲଖଡି ପାତ୍ର ରେ ବହୁମୁଲ୍ଯ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି କଟାମାଂସରୁ ତିଆରି ହାଇେଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖାଲିଦେଇେ ସବୁତକ ଅତର ଯୀଶୁଙ୍କ ମୁଣ୍ଡ ରେ ଢାଳି ଦଲୋ।
Luke 19:29
ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
Luke 24:50
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।
John 11:1
ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।
John 11:18
ବେଥନିଆ ୟିରୂଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்