Base Word
בֵּית־אֵל
Short DefinitionBeth-El, a place in Palestine
Long Definitionancient place and seat of worship in Ephraim on border of Benjamin, identified with Luz (former name)
Derivationfrom H1004 and H0410; house of God
International Phonetic Alphabetbei̯t̪ ʔel
IPA modbei̯t ʔel
Syllablebêt ʾēl
Dictionbate ale
Diction Modbate ale
UsageBeth-el
Part of speechn-pr-loc

Genesis 12:8
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।

Genesis 13:3
ଅବ୍ରାମ ତାଙ୍କର ୟାତ୍ରା ଚ଼ାଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥଲେ ଆଡ଼କୁ ଗଲେ। ସେ ବୈଥଲେ ଓ ଅଯର ମଧ୍ଯବର୍ତ୍ତୀ ଯେଉଁ ସ୍ଥାନ ରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହାଇେଥିଲା ସହେିଠାକୁ ଗଲେ।

Genesis 13:3
ଅବ୍ରାମ ତାଙ୍କର ୟାତ୍ରା ଚ଼ାଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥଲେ ଆଡ଼କୁ ଗଲେ। ସେ ବୈଥଲେ ଓ ଅଯର ମଧ୍ଯବର୍ତ୍ତୀ ଯେଉଁ ସ୍ଥାନ ରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହାଇେଥିଲା ସହେିଠାକୁ ଗଲେ।

Genesis 28:19
ସହେି ସ୍ଥାନର ନାମ ଥିଲା ଲୂସ୍ କିନ୍ତୁ ଯାକୁବ ସହେି ସ୍ଥାନର ନାମ ଦେଲେ ବୌଥଲେ।

Genesis 31:13
ମୁଁ ବେଥଲରେ ସହେି ପରମେଶ୍ବର। ଯେଉଁଠା ରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମାେ ପାଖ ରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏବଂ ଏହି ଭୂମି ପରିତ୍ଯାଗ କର ଏବଂ ତୁମ୍ଭର ଗୃହକୁ ୟାଅ।'

Genesis 35:1
ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।

Genesis 35:3
ଆମ୍ଭମାନେେ ଏହି ସ୍ଥାନ ପରିତ୍ଯାଗ କରି ବୈଥଲକେୁ ୟିବା। ମୁଁ ସଠାେରେ ଏକ ୟଜ୍ଞବଦେୀ ନିର୍ମାଣ କରିବି ଏବଂ ତାହା ପରମେଶ୍ବରଙ୍କୁ ଉତ୍ସର୍ଗ କରିବି ୟିଏ ମାରେଅସୁବିଧା ସମୟରେ ମାେତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ବର ମାେ ସହିତ ରହି ଆସିଛନ୍ତି।

Genesis 35:6
ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ୟାଇ ଲୃସ୍ ରେ ପହନ୍ଚିଲେ। ଲୃସ୍ ଯାହାର ବର୍ତ୍ତମାନର ନାମ ବୌଥଲେ। ଏହା କିଣାନ ଦେଶ ରେ ଅବସ୍ଥିତ।

Genesis 35:7
ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।

Occurences : 71

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்