Base Word
גְּבוּרָה
Short Definitionforce (literally or figuratively); by implication, valor, victory
Long Definitionstrength, might
Derivationfeminine passive participle from the same as H1368
International Phonetic Alphabetɡɛ̆.buːˈrɔː
IPA modɡɛ̆.vuˈʁɑː
Syllablegĕbûrâ
Dictionɡeh-boo-RAW
Diction Modɡeh-voo-RA
Usageforce, mastery, might, mighty (act, power), power, strength
Part of speechn-f

Exodus 32:18
ମାଶାେ ଉତ୍ତର ଦେଲେ, ଏହା ସୈନ୍ଯମାନଙ୍କର ଜଯଧ୍ବନିର ଶବ୍ଦ ନୁହେଁ। କିମ୍ବା ପରାଜଯର ଶବ୍ଦ ମଧ୍ଯ ନୁହେଁ। ମୁଁ ଗାଯନର ଶବ୍ଦ ଶୁଣି ପାରୁଛି।

Deuteronomy 3:24
' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନକଟ ରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିଯା ତିଲ୍ଯ ଓ ତୁମ୍ଭର ପରାକ୍ରାନ୍ତ କର୍ମତିଲ୍ଯ ଯେ କରିପା ରେ, ସ୍ବର୍ଗ ରେ କି ମର୍ତ୍ତ ରେ ଏମନ୍ତ ପରମେଶ୍ବର ଆଉ କିଏ ଅଛି।'

Judges 5:31
ହେ ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃ ଏହିପରି ବିନଷ୍ଠ ହକ୍ସ୍ଟଅନ୍ତକ୍ସ୍ଟ। ମାତ୍ର, ତାଙ୍କର ପ୍ ରମେକାରୀମାନେ ସ୍ବପରାକ୍ରମ ରେ ଗତିକାରି ସୂର୍ୟ୍ଯ ତକ୍ସ୍ଟଲ୍ଯ ହକ୍ସ୍ଟଅନ୍ତକ୍ସ୍ଟ।

Judges 8:21
ଏହାପରେ ସବହେ ଓ ସଲମନ୍ନ କହିଲେ, ଆସ ଓ ତୁମ୍ଭମାନେେ ନିଜେ ଆମ୍ଭଙ୍କକ୍ସ୍ଟ ହତ୍ଯା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନକ୍ସ୍ଟଷ୍ଯ। ତୁମ୍ଭେ ଏହା କରିପାରିବ। ତେଣୁ ଗିଦ୍ଦିୟୋନ ଉଠି ପଡିଲେ ଓ ସମାନଙ୍କେୁ ହତ୍ଯା କଲେ। ସମାନଙ୍କେ ଓଟମାନଙ୍କ ଗଳା ରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢି ନେଲେ।

1 Kings 15:23
ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ ପରାକ୍ରମ ସମସ୍ତ କ୍ରିଯା ଓ ଯେଉଁ ନଗରଗୁଡିକୁ ସେ ସୁଦୃଢ କରିଥିଲେ ସେ ସମସ୍ତ କଥା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି। ମାତ୍ର ତାଙ୍କର ଅତି ବାର୍ଦ୍ଧକ୍ଯ ରେ ପାଦ ରେ ଏକ ରୋଗ ହେଲା।

1 Kings 16:5
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ କାର୍ୟ୍ଯକଳାପ ଇଶ୍ରାୟେଲର ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।

1 Kings 16:27
ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

1 Kings 22:45
ଯିହାଶାଫେଟ୍ ଅତି ସାହସୀ ଥିଲେ ଓ ସେ ବହୁ ୟୁଦ୍ଧ କରିଥିଲେ। ତାଙ୍କର ସମସ୍ତ କାର୍ୟ୍ଯ ଯିହୁଦାର ରାଜଗଣଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

2 Kings 10:34
ଯହେୂଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ପରାକ୍ରମ ଇଶ୍ରାୟେଲ ବଂଶ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

2 Kings 13:8
ୟିହୋଯାଶ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ୍ କାର୍ୟ୍ଯାବଳୀ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

Occurences : 61

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்