Base Word
גָּזִית
Short Definitionsomething cut, i.e., dressed stone
Long Definitiona cutting, hewing
Derivationfrom H1491
International Phonetic Alphabetɡɔːˈd͡zɪi̯t̪
IPA modɡɑːˈziːt
Syllablegāzît
Dictionɡaw-DZEET
Diction Modɡa-ZEET
Usagehewed, hewn stone, wrought
Part of speechn-f

Exodus 20:25
ଯବେେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବଦେୀ ନିର୍ମାଣ କରିବ, ତବେେ ଖାଦେିତ ପ୍ରସ୍ତର ରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହବେ। ଏହା ଆଉ ଗ୍ରହଣ ଯୋଗ୍ଯ ହବେ ନାହିଁ।

1 Kings 5:17
ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ ପଥର କାଟିବା ପାଇଁ ସମାନଙ୍କେୁ ଆଦେଶ ଦେଲେ।

1 Kings 6:36
ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।

1 Kings 7:9
ଏହିସବୁ ଅଟାଳିକାଗୁଡିକ ମୂଲ୍ଯବାନ୍ ପଥରସର ନିର୍ମିତସହଲା। ଏହିସବୁ ପଥରଗୁଡିକ ନିର୍ଦ୍ଧିଷ୍ଟ ଆକାର ଅନୁସାଲର କରତସର କଟାଗଲା।ସସଗୁଡିକର ଆଗପଛ କଟାଗଲା। ଏହି ପଥରଗୁଡିକ ମୂଳଦୁଆରୁ କାନ୍ଥର ଶୀର୍ଷାଂଶ ପର୍ୟ୍ଯନ୍ତ ବ୍ଯବହାରସହଲା। ପ୍ରାଙ୍ଗଣ ମଧ୍ଯ ବହୁମୂଲ୍ଯ ପ୍ରସ୍ତରସର ତିଆରିସହଲା।

1 Kings 7:11
ସସହି ପ୍ରସ୍ତରର ଅଗ୍ରଭାଗସର ବହୁମୂଲ୍ଯସଖାଦିତ ପ୍ରସ୍ତର ଓ ଏରସ କାଠର କଡି ଥିଲା।

1 Kings 7:12
ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁପାଶର୍‌ବସର କାନ୍ଥ ଥିଲା।ସସହି କାନ୍ଥଗୁଡିକ ତିନିଧାଡି ପ୍ରସ୍ତର ଓ ଏକଧାଡି ଏରସ କଡି କାଠସର ନିର୍ମିତସହାଇ ଥିଲା।

1 Chronicles 22:2
ଇଶ୍ରାୟେଲ ମଧିଅରେ ବାସ କରୁଥିବା ସମସ୍ତ ବିଦେଶୀଯମାନଙ୍କୁ ଏକତ୍ର ଠୁଳ ହବୋ ନିମନ୍ତେ ଦାଉଦ ଆଦେଶ ଦେଲେ। ସହେି ବିଦେଶୀମାନଙ୍କ ମଧ୍ଯରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ବରଙ୍କ ମନ୍ଦିର ନିର୍ମାଣ ରେ ବ୍ଯବହୃତ ହବୋ ନିମନ୍ତେ ଉଦ୍ଦିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସମାନଙ୍କେର କାର୍ୟ୍ଯ ଥିଲା।

Isaiah 9:10
ଏହି ଇଟାସବୁ ପଡ଼ିୟିବ, ମାତ୍ର ଆମ୍ଭମାନେେ ପୁନର୍ବାର ଶକ୍ତ ପଥର ରେ ତାହାକୁ ତିଆରି କରିବୁ। ଡ଼ିମ୍ବିରି ବୃକ୍ଷଗୁଡ଼ିକରେ କଟା ହେଲାପ ରେ ଆମ୍ଭମାନେେ ସଠାେ ରେ ଏରସ ବୃକ୍ଷ ଲଗାଇବୁ। ଆଉ ଏହି ନୂତନ ବୃକ୍ଷଗୁଡ଼ିକ ବିରାଟ ଓ ଶକ୍ତିଶାଳୀ ହବେ।'

Lamentations 3:9
ସେ ପଥରଦ୍ବାରା ମାରେ ପଥ ଅବରୋଧ କରିଅଛନ୍ତି ଓ ମାରେ ପଥକୁ ଜଟିଳ କରିଅଛନ୍ତି।

Ezekiel 40:42
ଆଉ ହାମବେଳି ପାଇଁ କଟା ପ୍ରସ୍ତରର ଚାରି ମଜେ ଥିଲା। ତାହା ର୍ଦୈଘ୍ଯ ଦେଢ଼ହାତ, ପ୍ରସ୍ଥ ଦେଢ଼ହାତ ଓ ଉଚ୍ଚତା ଏକହାତ ଥିଲା। ତାହା ଉପ ରେ ହାମବେଳି ଓ ପ୍ରାଯଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ୟାଇଥିଲା।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்