Base Word
גָּעַר
Short Definitionto chide
Long Definition(Qal) to rebuke, reprove, corrupt
Derivationa primitive root
International Phonetic Alphabetɡɔːˈʕɑr
IPA modɡɑːˈʕɑʁ
Syllablegāʿar
Dictionɡaw-AR
Diction Modɡa-AR
Usagecorrupt, rebuke, reprove
Part of speechv

Genesis 37:10
ଯୋଷଫେ ତାଙ୍କର ସହେି ସ୍ବପ୍ନର କଥା ତାଙ୍କ ପିତାଙ୍କୁ ମଧ୍ଯ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, ଏ କି ପ୍ରକାର ସ୍ବପ୍ନ? ତୁ କ'ଣ ଭାବୁଛି ମୁଁ ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?

Ruth 2:16
ତା'ର କାମକକ୍ସ୍ଟ ସରଳ କରିବା ପାଇଁ କିଛି ଶସ୍ଯ ପକାଇ ୟାଅ ଏବଂ ତାକକ୍ସ୍ଟ ଗୋଟାଇବାକକ୍ସ୍ଟ ଦିଅ। ତାଙ୍କୁ ବାରଣ କର ନାହିଁ।

Psalm 9:5
ତୁମ୍ଭେ ସହେି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସହେି ଦୁଷ୍ଟ ଲୋକଙ୍କୁ ମଧ୍ଯ ଧ୍ବଂସ କରିଛ। ତୁମ୍ଭେ ସହେି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦଇେଛ। ଆଜି ସହେିମାନଙ୍କ ମଧ୍ଯରୁ କହେି ଜୀବିତ ନାହାନ୍ତି।

Psalm 68:30
ନଳବଣର ସହେି ବନ୍ଯ ପଶୁମାନଙ୍କୁ ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର ଷଣ୍ଢଗୁଡ଼ିକୁ ଓ ଗାଈଗୁଡ଼ିକୁ ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।

Psalm 106:9
ପରମେଶ୍ବର ନିର୍ଦ୍ଦଶେ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ସହେି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନଲେେ, ମରୁଭୂମିରେ ଚଳାଇବା ପରି।

Psalm 119:21
ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।

Isaiah 17:13
ନାନା ଦେଶୀଯ ଲୋକମାନେ ସହେି ତରଙ୍ଗ ସଦୃଶ ହବେେ। ପରମେଶ୍ବର ସମାନଙ୍କେୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସମାନେେ ପଳାଯନ କରିବେ। ବାଯୁ ରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ଯା ରେ ଧୂଳି ଉଡ଼ିଲା ପରି ସମାନେେ ତାଡ଼ିତ ହବେେ।

Isaiah 54:9
କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

Jeremiah 29:27
ସ୍ରତି ଯିରିମିୟ ନିଜକୁ ଭବିଷ୍ଯଦବକ୍ତା ପରି ଦଖାେଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ ?

Nahum 1:4
ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்