Base Word
אֵהוּד
Short DefinitionEhud, the name of two or three Israelites
Long DefinitionBenjamite judge of Israel, deliverer of Israel from Moab
Derivationfrom the same as H0161; united
International Phonetic Alphabetʔeˈhuːd̪
IPA modʔeˈhud
Syllableʾēhûd
Dictionay-HOOD
Diction Moday-HOOD
UsageEhud
Part of speechn-pr-m

Judges 3:15
ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କକ୍ସ୍ଟ ପଠାଇଲେ। ସହେି ଲୋକ ଜଣଙ୍କ ଥିଲେ ଏହୂଦ୍। ଏହକ୍ସ୍ଟଦ୍ ଥିଲେ ବିନ୍ଯାମିନୀଯ ପରିବାରବର୍ଗର ଗରୋର ପକ୍ସ୍ଟତ୍ର। ତାଙ୍କର ବାମହାତ ରେ ୟକ୍ସ୍ଟଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହାଇେଥିଲେ। ଇଶ୍ରାୟେଲ ଲୋକମାନେ ତାଙ୍କଦ୍ବାରା ମାୟୋବୀଯର ରାଜା ଇଲ୍ଲୋନଙ୍କ ନିକଟକକ୍ସ୍ଟ ଭଟେି ପଠାଇଲେ।

Judges 3:16
ଏହକ୍ସ୍ଟଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ର୍ଦୈଘ୍ଯ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ବିଧାର ବିଶିଷ୍ଟ ଥିଲା। ଏହାକକ୍ସ୍ଟ ତାଙ୍କର ଦକ୍ଷିଣ ଜଂଘ ରେ ବସ୍ତ୍ର ଭିତ ରେ ବାନ୍ଧି କଖିଲେ।

Judges 3:20
ଏହୂଦ୍ ରାଜାଙ୍କ ନିକଟକକ୍ସ୍ଟ ଗଲେ। ସହେି ସମୟରେ, ଇଲ୍ଲୋନ ଉଚ୍ଚ ସିଂହାସନ ମଂଚ ଉପରେ ବସିଥିଲେ, ଏହା କବଳେ ତାଙ୍କର ଥିଲା।

Judges 3:20
ଏହୂଦ୍ ରାଜାଙ୍କ ନିକଟକକ୍ସ୍ଟ ଗଲେ। ସହେି ସମୟରେ, ଇଲ୍ଲୋନ ଉଚ୍ଚ ସିଂହାସନ ମଂଚ ଉପରେ ବସିଥିଲେ, ଏହା କବଳେ ତାଙ୍କର ଥିଲା।

Judges 3:21
ଯଟେେ ବେଳେ ରାଜା ଉଠି ପଡିଲେ, ଏହୂଦ୍ ତାଙ୍କର ବାମ ହାତ ରେ ବ୍ଯବହୃତ ଖଣ୍ତା ବାହାର କଲେ ଦକ୍ଷିଣ ଜଂଘରକ୍ସ୍ଟ ଏବଂ ରାଜାଙ୍କର ପଟେ ରେ ଭୂଷି ଦେଲେ।

Judges 3:23
ଏହାପରେ ଏହୂଦ ଘରର ବାହାର ଓ ଭିତର କବାଟ ବନ୍ଦ କଲେ ଏବଂ ସମାନଙ୍କେୁ ତାଲା ପକାଇ ଦେଲେ। ତା'ପରେ ସେ ରାଜାଙ୍କର ସିଂହାସନ ଘର ଆଡକକ୍ସ୍ଟ ଅଗ୍ରସର ହେଲେ ଏବଂ ନିମ୍ନ ରେ ଥିବା ନିଜ ପାଇଖାନା ରେ ପ୍ରବେଶ କଲେ।

Judges 3:26
ଦାସମାନେ ରାଜାଙ୍କ ପାଇଁ ସଠାେରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ୍ ସେ ସ୍ଥାନ ଛାଡି ପଳାଇଗଲେ। ଏହୂଦ୍ ମୂର୍ତ୍ତି ବାଟଦଇେ ସିଯୀରାକକ୍ସ୍ଟ ପଳାଇଗଲେ।

Judges 4:1
ଏହୂଦଙ୍କ ମୃତକ୍ସ୍ଟ୍ଯପରେ, ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯମାନ ପକ୍ସ୍ଟନର୍ବାର କଲେ।

1 Chronicles 7:10
ୟିଦୀଯଲଙ୍କେର ପୁତ୍ର ଥିଲେ ବିଲ୍ହନ୍। ବିଲ୍ହନ୍ଙ୍କର ପୁତ୍ରମାନେ ଥିଲେ : ୟିଯଶ, ବିନ୍ଯାମୀନ, ଏହୂଦ୍, କାନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்