Base Word
גְּשׁוּרִי
Short Definitiona Geshurite (also collectively) or inhabitants of Geshur
Long Definitioninhabitants of Geshur
Derivationpatrial from H1650
International Phonetic Alphabetɡɛ̆.ʃuːˈrɪi̯
IPA modɡɛ̆.ʃuˈʁiː
Syllablegĕšûrî
Dictionɡeh-shoo-REE
Diction Modɡeh-shoo-REE
UsageGeshuri, Geshurites
Part of speecha

Deuteronomy 3:14
ମନଃଶିର ପକ୍ସ୍ଟତ୍ର ୟାଯୀର ଗଶ୍ବରୀଯ ଓ ମାଖାଥୀଯ ସୀମା ପର୍ୟ୍ଯନ୍ତ ଅର୍ ଗୋବର(ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସହେି ଅଞ୍ଚଳକକ୍ସ୍ଟ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ୟ୍ଯନ୍ତ ବାଶନକକ୍ସ୍ଟ ହବୋତ୍-ୟାଯୀର ବୋଲି ଡକାୟାଏ।

Joshua 12:5
ଓଗ୍ ମଧ୍ଯ ହର୍ମୋଣ ପର୍ବତ ରେ, ସଲଖା ରେ, ଗଶୂରୀଯମାନଙ୍କ ଓ ମାଖାଥୀଯମାନଙ୍କ ସୀମା ପର୍ୟ୍ଯନ୍ତ ସମକ୍ସ୍ଟଦାଯ ବାଶନ ଦେଶ ରେ ଓ ହିଷ୍ବୋନ୍ର ରାଜା ସୀହାନରେ ସୀମା ପର୍ୟ୍ଯନ୍ତ ଗିଲିଯଦର ଅର୍ଦ୍ଧ ଦେଶ ରେ ଶାସନ କରୁଥିଲେ।

Joshua 13:2
ତୁମ୍ଭେ ଏପର୍ୟ୍ଯନ୍ତ ଯେଉଁ ଦେଶଗକ୍ସ୍ଟଡିକ ତକ୍ସ୍ଟମ୍ଭ ଅଧିନକକ୍ସ୍ଟ ନଇେ ନାହିଁ, ସଗେକ୍ସ୍ଟଡିକ ହେଲା ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ, ଗଶୂରୀଯମାନଙ୍କ ସମସ୍ତ ଅଞ୍ଚଳ।

Joshua 13:11
ଗିଲିଯଦ ଓ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କ ଅଞ୍ଚଳ ଓ ସମକ୍ସ୍ଟଦାଯ ହର୍ମୋଣ ପର୍ବତ ଓ ସଲଖା ପର୍ୟ୍ଯନ୍ତ ସମସ୍ତ ବାସନ ସୀମା ପର୍ୟ୍ଯନ୍ତ ଥିଲା।

Joshua 13:13
ଇଶ୍ରାୟେଲର ସନ୍ତାନଗଣ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କୁ ଘଉଡାଇ ଦଇେ ନ ଥିଲେ। ଆଜି ପର୍ୟ୍ଯନ୍ତ ସହେି ଲୋକମାନେ ଇଶ୍ରାୟେଲୀୟମାନଙ୍କ ସହିତ ବାସ କରୁଛନ୍ତି।

1 Samuel 27:8
ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀଯ, ଅମାଲକେୀଯ ଓ ଗିଷରୀଯ ଲୋକମାନଙ୍କୁ ଆକ୍ରମଣ କରୁଥାନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ୟ୍ଯନ୍ତ ଯେଉଁ ଦେଶ, ସେଥି ମଧ୍ଯରକ୍ସ୍ଟ ପୂର୍ବକାଳ ରେ ସଠାେରେ ସେ ଲୋକମାନେ ବାସ କରୁଥିଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்