Base Word
דָּאַג
Short Definitionbe anxious
Long Definitionto fear, be anxious, be concerned, be afraid, be careful
Derivationa primitive root
International Phonetic Alphabetd̪ɔːˈʔɑɡ
IPA moddɑːˈʔɑɡ
Syllabledāʾag
Dictiondaw-Aɡ
Diction Modda-Aɡ
Usagebe afraid (careful, sorry), sorrow, take thought
Part of speechv

1 Samuel 9:5
ଶଷେ ରେ ସମାନେେ ସୂଫ ସହରକକ୍ସ୍ଟ ଆସିଲେ। ତା'ପରେ ଶାଉଲ ତାଙ୍କର ଗ୍ଭକରକକ୍ସ୍ଟ କହିଲେ, ଗ୍ଭଲ! ଆମ୍ଭେ ଫରେିୟିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତେ ଆମ୍ଭମାନଙ୍କ ପାଇଁ ବ୍ଯସ୍ତ ହେଉଥିବେ।

1 Samuel 10:2
ଆଜି ତୁମ୍ଭେ ମାେତେ ଏଠି ଛାଡି ଗଲାପରେ ବିନ୍ଯାମୀନ ସୀମାର ସେଲଠା ରେ ରାହେଲ କବର ନିକଟରେ ଦକ୍ସ୍ଟଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦକ୍ସ୍ଟଇଜଣ ତୁମ୍ଭକୁ କହିବେ, 'ତୁମ୍ଭେ ଯେଉଁ ଗଧମାନଙ୍କୁ ଖାଜେକ୍ସ୍ଟଥିଲ, ସମାନେେ ମିଳିଛନ୍ତି। ତକ୍ସ୍ଟମ୍ଭ ବାପା ଗଧମାନଙ୍କ ପାଇଁ ବ୍ଯସ୍ତ ନିହଁନ୍ତି ବରଂ ତକ୍ସ୍ଟମ୍ଭପାଇଁ ଅଟନ୍ତି ଓ କହନ୍ତି, ମାେ ପକ୍ସ୍ଟଅ ପାଇଁ ମୁ କ'ଣ କରିବି।'

Psalm 38:18
ହେ ସଦାପ୍ରଭୁ, ମୁଁ କ ହେ, ମୁଁ ଯେଉଁ ମନ୍ଦ କାର୍ୟ୍ଯ କରିଛି, ମୁଁ ସ୍ବୀକାର କରେ ୟାହା ପାପ ମୁଁ କରିଛି। ମୁଁ ମାରେ ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।

Isaiah 57:11
ତାହାର ସକାଶୁ ଏପରି କ୍ଲେଶ ଓ ଭୀତା ଯେ, ତୁମ୍ଭେ ମିଥ୍ଯା କହୁଅଛ ଓ ଆମ୍ଭକୁ ଭୁଲି ୟାଇଛ ? ତୁମ୍ଭେ ସେଥି ରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ'ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ, ତୁମ୍ଭେ କ'ଣ ଆମ୍ଭକୁ ଭୟ କରୁ ନାହଁ ?

Jeremiah 17:8
କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ଯ ହବେ। ତା'ର ମୂଳ ବିସ୍ତୃତ ହାଇେ ଜଳ ପାଇବ। ଗ୍ରୀଷ୍ମକାଳ ରେ ସେ ଭୟଭୀତ ହବେ ନାହିଁ। ମାତ୍ର ତା'ର ପତ୍ର ସଦାକାଳ ସବୁଜ ରହିବ। ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହବେ ନାହିଁ କିଅବା ସେ ଫଳ ଧାରଣରୁ ନିବୃତ୍ତ ହବେ ନାହିଁ।

Jeremiah 38:19
ମାତ୍ର ସିଦିକିଯ ରାଜା ଯିରିମିୟଙ୍କୁ କହିଲେ, ଯେଉଁ ୟିହୁଦି ଲୋକମାନେ କଲଦୀଯମାନଙ୍କ ପକ୍ଷକୁ ୟାଇଅଛନ୍ତି, ସମାନଙ୍କେୁ ମୁଁ ଭୟ କରୁଛି। ସମାନେେ ହୁଏତ ମାେତେ ସମାନଙ୍କେ ହସ୍ତ ରେ ସମର୍ପଣ କରିବେ। ଆଉ ସମାନେେ ମାେତେ ଆଘାତ ଦବେେ।

Jeremiah 42:16
ତୁମ୍ଭମାନେେ ଯେଉଁ ଖଡ୍ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପେଛ ପେଛ ୟାଇ ମିଶର ରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷଯ ରେ ତୁମ୍ଭମାନେେ ଭୟଭୀତ, ତାହା ମିଶର ଦେଶ ରେ ତୁମ୍ଭମାଙ୍କ ପେଛ ପେଛ ଲାଗି ରହିବ ଓ ସହେିଠା ରେ ତୁମ୍ଭମାନେେ ମରିବ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்