Base Word
דָּחַף
Short Definitionto urge, i.e., hasten
Long Definitionto drive on, hurry, hasten
Derivationa primitive root
International Phonetic Alphabetd̪ɔːˈħɑp
IPA moddɑːˈχɑf
Syllabledāḥap
Dictiondaw-HAHP
Diction Modda-HAHF
Usage(be) haste(-ned), pressed on
Part of speechv

2 Chronicles 26:20
ପ୍ରଧାନ ଯାଜକ ଅସରିଯ ଓ ଅନ୍ୟ ସମସ୍ତ ଯାଜକମାନେ ଉଷିୟଙ୍କ ପ୍ରତି ଅନାଇଲେ। ସମାନେେ ତାଙ୍କ କପାଳ ରେ କୁଷ୍ଠରୋଗର ଚିହ୍ନ ଦେଖିବାକୁ ପାଇଲେ। ଏଣୁ ଯାଜକମାନେ ଅତିଶୀଘ୍ର ଉଷିୟଙ୍କୁ ବଳପୂର୍ବକ ମନ୍ଦିରରୁ ବାହାର କରି ଦେଲେ। ଉଷିୟ ନିଜେ ତରତର ହାଇେ ବାହାରି ଗଲେ, କାରଣ ସଦାପ୍ରଭୁ ତାହାଙ୍କୁ ଦଣ୍ଡିତ କରିଥିଲେ।

Esther 3:15
ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସହେି ଆଜ୍ଞା ଶୂଶନ୍ ରାଜଧାନୀ ରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।

Esther 6:12
ଏହାପରେ ମର୍ଦ୍ଦଖଯ ପୁନର୍ବାର ରାଜଦ୍ବାରକୁ ଆସିଲା। ମାତ୍ର ମହାନ୍ ଶାେକକୁଳ ହାଇେ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।

Esther 8:14
ତହିଁରେ ଦ୍ରୁତଗାମୀ ରାଜକୀଯ ଅଶ୍ବାରୁଢ ଦୂତମାନେ ରାଜାଙ୍କ ଆଜ୍ଞା ରେ ଶିଘ୍ର ଗ୍ଭଲିଗଲେ, ଏବଂ ଏହା ଶ୍ବଶନ ରାଜଧାନୀ ରେ ସହେି ଆଜ୍ଞା ପ୍ରକାଶିତ ହେଲା।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்