Base Word
דַּי
Short Definitionenough (as noun or adverb), used chiefly with preposition in phrases
Long Definitionsufficiency, enough
Derivationof uncertain derivation
International Phonetic Alphabetd̪ɑi̯
IPA moddɑi̯
Syllableday
Dictiondai
Diction Moddai
Usageable, according to, after (ability), among, as (oft as), (more than) enough, from, in, since, (much as is) sufficient(-ly), too much, very, when
Part of speechprep

Exodus 36:5
ଲୋକମାନେ ୟଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ୟଥେଷ୍ଟ ଆଣୁଛନ୍ତି।

Exodus 36:7
ଲୋକମାନେ କାର୍ୟ୍ଯ ପାଇଁ ଆବଶ୍ଯକତାଠାରୁ ଅଧିକ ଦେଲେ।

Leviticus 5:7
ଯଦି ସେ ମଷେ ଶାବକ ଦବୋକୁ ଅକ୍ଷମ ଦବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

Leviticus 12:8
ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।

Leviticus 25:26
ଯଦି ସହେି ବ୍ଯକ୍ତିର ନିକଟ ସଂପର୍କୀଯ କହେି ତା'ର ଭୂମି ମୁକ୍ତ କରିବାକୁ ନ ଥାଏ, ତବେେ ସେ ନିଜେ ଅଧିକ ଧନ ଲାଭ କଲାପରେ ତା'ର ଭୂମି ମୁକ୍ତ କରିବ।

Leviticus 25:28
ତବେେ ସେ ଯାହା ବିକ୍ରଯ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ କ୍ରଯକର୍ତ୍ତା ହସ୍ତ ରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହବେ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫରେିୟିବ।

Deuteronomy 15:8
ତୁମ୍ଭେ ସମାନଙ୍କେ ପ୍ରତି କୃପା ଦୃଷ୍ଟି ରଖିବ, ତାହାର ପ୍ରୟୋଜନ ଅନକ୍ସ୍ଟସା ରେ ତୁମ୍ଭେ ତାଙ୍କୁ ୟଥେଷ୍ଟ ରୂପେ ଋଣ ଦବେ।

Deuteronomy 25:2
ଯଦି ଦୋଷୀଲୋକ ପ୍ରହାରିତ ହବୋର ଯୋଗ୍ଯ ହକ୍ସ୍ଟଏ, ତବେେ ବିଗ୍ଭରକର୍ତ୍ତା ତାହାକକ୍ସ୍ଟ ଶକ୍ସ୍ଟଣାଇବ, ପକ୍ସ୍ଟଣି ତାହାର ଦୋଷ ଅନକ୍ସ୍ଟସା ରେ ଗଣି ଗଣି ଆପଣା ସମ୍ମକ୍ସ୍ଟଖ ରେ ତାହାକକ୍ସ୍ଟ ପ୍ରହାର କରାଇବ।

Judges 6:5
ସମାନେେ ପଙ୍ଗପାଳର ଦଳପରି ସମାନଙ୍କେର ତମ୍ବୁ ଓ ପଶକ୍ସ୍ଟଗକ୍ସ୍ଟଡିକ ସହିତ ଅଧିକ ସଂଖ୍ଯା ରେ ଆସିଲେ। ସମାନେେ ଓ ସମାନଙ୍କେର ଓଟଗକ୍ସ୍ଟଡିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।

1 Samuel 1:7
ଯେତବେେଳେ ସହେି ପରିବାର ସଦାପ୍ରଭୁଙ୍କ ମନ୍ଦିରକକ୍ସ୍ଟ ଯାଉଥିଲେ ପ୍ରତିବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ।

Occurences : 38

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்