Base Word
הָבַל
Short Definitionto be vain in act, word, or expectation; specifically to lead astray
Long Definitionto act emptily, become vain, be vain
Derivationa primitive root
International Phonetic Alphabethɔːˈbɑl
IPA modhɑːˈvɑl
Syllablehābal
Dictionhaw-BAHL
Diction Modha-VAHL
Usagebe (become, make) vain
Part of speechv

2 Kings 17:15
ସମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ଓ ସମାନଙ୍କେ ପିତୃଗଣଙ୍କ ସହିତ କୃତ ତାଙ୍କର ନିଯମ ଓ ସମାନଙ୍କେର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ଯସବୁ ଅଗ୍ରାହ୍ଯ କଲେ। ସମାନେେ ସଦାପ୍ରଭୁଙ୍କ ଚତାବେନୀ ଶୁଣିବାକୁ ଅମାନ୍ଯ କଲେ। ସମାନେେ ମୂଲ୍ଯହୀନ ମୂର୍ତ୍ତିଗୁଡିକୁ ଅନୁସରଣ କଲେ ପୂଜା କଲେ ଏବଂ ସମାନେେ ନିଜେ ମୂଲ୍ଯହୀନ ହାଇଗେଲେ। ସମାନେେ ତାଙ୍କ ଚତୁଃପାଶର୍‌ବ ରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସମାନଙ୍କେୁ ଆଦେଶ ଦଇେଥିଲେ, ସମାନେେ ଯାହା କରନ୍ତି ତୁମ୍ଭମାନେେ ତାହା କର ନାହିଁ। ଯାହା ସଦାପ୍ରଭୁ ସମାନଙ୍କେୁ ବାରିବାକୁ ମନା କରିଥିଲେ, ସମାନେେ ତାହା କଲେ।

Job 27:12
ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ ?

Psalm 62:10
ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।

Jeremiah 2:5
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?

Jeremiah 23:16
ପୁଣି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେର ବାକ୍ଯ ତୁମ୍ଭମାନେେ ଶୁଣ ନାହିଁ। ସମାନେେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସମାନେେ କବଳେ ନିଜ ହୃଦଯର ଦର୍ଶନ କଥା କହନ୍ତି। ମାତ୍ର ସମାନେେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்