Base Word
הַדָּם
Short Definitionsomething stamped to pieces, i.e., a bit
Long Definitionmember, limb, member of the body
Derivationfrom a root corresponding to that of H1916
International Phonetic Alphabethɑd̪̚ˈd̪ɔːm
IPA modhɑˈdɑːm
Syllablehaddām
Dictionhahd-DAWM
Diction Modha-DAHM
Usagepiece
Part of speechn-m

Daniel 2:5
ରାଜା କଲଦୀଯମାନଙ୍କୁ କହିଲେ, ମୁଁ ଯାହା ସପ୍ନ ଦେଖିଥିଲି, ସେ ବିଷଯ ରେ ତୁମ୍ଭମାନେେ ମାେତେ କହିବା ଉଚିତ୍। ଏବଂ ତା'ପ ରେ ତୁମ୍ଭମାନେେ ମାେତେ ଏହାର ଅର୍ଥ କହିବା ଉଚିତ୍। ଯଦି ତୁମ୍ଭମାନେେ ସ୍ବପ୍ନ ବିଷଯ ରେ ବା ଏହାର ଅର୍ଥ ମାେତେ ନକୁହ, ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବାକୁ ଆଦେଶ ଦବେି। ଏବଂ ତୁମ୍ଭର ଗୃହସବୁ ଧୂଳିସାତ କରି ଖତ ରେ ପରିଣତ କରାୟିବ।

Daniel 3:29
ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ବରଙ୍କ ପ୍ରତିକୂଳ ରେ ଭ୍ରାନ୍ତିଜନକ କଥା କହିବେ, ସମାନେେ ଖଣ୍ତ ଖଣ୍ତ ହାଇେ କଟାଯିବେ ଓ ସମାନଙ୍କେର ଗୃହସବୁ ଭଂଗା ହବେ ଓ ଧୂଳିସାତ୍ ହବେ। କାରଣ ଏହିପରି ଭାବରେ କୌଣସି ଦବେତା ତାଙ୍କର ଦାସମାନକୁ ଉଦ୍ଧାର କରିପାରିବେ ନାହିଁ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்