Base Word
וָו
Short Definitiona hook (the name of the sixth Hebrew letter)
Long Definitionhook, peg, nail, pin
Derivationprobably
International Phonetic Alphabetwɔːw
IPA modvɑːv
Syllablewāw
Dictionwaw
Diction Modvahv
Usagehook
Part of speechn-m

Exodus 26:32
ତୁମ୍ଭେ ସହେି ପରଦାକୁ ଶିଟୀମ୍ କାଠର ଚାରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କୁଡା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ଯବହାର କର।

Exodus 26:37
ସହେି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡାଇବ। ପୁଣି ସୁବର୍ଣ୍ଣ ରେ ତହିଁର ଆଙ୍କୁଡା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Exodus 27:10
ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।

Exodus 27:11
ତମ୍ବୁର ଉତ୍ତର ପାଶର୍‌ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।

Exodus 27:17
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।

Exodus 36:36
ସମାନେେ ତା'ପାଇଁ ଶିଟୀମ୍ କାଠର ଚାରିସ୍ତମ୍ଭ କରି ସୁବର୍ଣ୍ଣ ରେ ମଡାଇଲେ। ଏବଂ ସେସବୁର ଆଙ୍କଡା ସୁନା ରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଚାରୋଟୀ ଚୁଙ୍ଗୀ ଢାଳିଲେ।

Exodus 36:38
ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।

Exodus 38:10
ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

Exodus 38:11
ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

Exodus 38:12
ପଶ୍ଚିମ ପାଶର୍‌ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்