Base Word
חָבַר
Short Definitionto join (literally or figuratively); specifically (by means of spells) to fascinate
Long Definitionto unite, join, bind together, be joined, be coupled, be in league, heap up, have fellowship with, be compact, be a charmer
Derivationa primitive root
International Phonetic Alphabetħɔːˈbɑr
IPA modχɑːˈvɑʁ
Syllableḥābar
Dictionhaw-BAHR
Diction Modha-VAHR
Usagecharm(-er), be compact, couple (together), have fellowship with, heap up, join (self, together), league
Part of speechv

Genesis 14:3
ଏହି ସମସ୍ତ ରାଜାମାନେ ସମାନଙ୍କେର ସୈନ୍ଯମାନଙ୍କୁ ସୀଦ୍ଦୀମ ଉପତ୍ୟକା ରେ ଉପସ୍ଥିତ କରାଇଲେ। ସହେି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।

Exodus 26:3
ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।

Exodus 26:3
ଦୁଇଭାଗ କରି କପଡାଗୁଡିକ ଗଣ୍ଠିଲି ରେ ଏକତ୍ରୀତ କର। ପ୍ରେତ୍ୟକକ ଗଣ୍ଠିଲି ରେ ପାଞ୍ଚଖଣ୍ଡ କପଡା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ୟୋଡିଦିଅ।

Exodus 26:6
ଏକ ବଡ ତମ୍ବୁ କରିବା ପାଇଁ ଏହାପରେ ପଚାଶଟି ସ୍ବର୍ଣ୍ଣକପଡା ରେ ପରଦାଗୁଡିକ ୟୋଡିବ।

Exodus 26:9
ପାଞ୍ଚଖଣ୍ଡ କପଡା ଏକତ୍ର କରି ଗୋଟିଏ ବିଭାଗ କର। ଏହାପରେ ଅନ୍ୟ ଛଅଖଣ୍ଡ କପଡା ୟୋଡି ଆଉ ଏକ ବିଭାଗ କର। ତମ୍ବୁ ସାମନା ରେ ଟାଙ୍ଗିବା ପାଇଁ ଷଷ୍ଠ ଖଣ୍ଡ କପଡାଟିକୁ ଭାଙ୍ଗ କର।

Exodus 26:11
ଏହାପରେ ପିତ୍ତଳର ପାଚାଶଟି କଡା ତିଆରି କର ଏବଂ ସହେି ତମ୍ବୁର ବସ୍ତ୍ର ସହିତ ଏହି କଡାଗୁଡିକୁ ୟୋଡି ଦିଅ, ଏହା ଗୋଟିଏ ତମ୍ବୁ ହବେ।

Exodus 28:7
ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।

Exodus 28:7
ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।

Exodus 36:10
ସମାନେେ ପଞ୍ଚ ୟବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ୟବନିକା ମଧ୍ଯ ଏକତ୍ର କରି ୟୋଗ କଲେ।

Exodus 36:10
ସମାନେେ ପଞ୍ଚ ୟବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ୟବନିକା ମଧ୍ଯ ଏକତ୍ର କରି ୟୋଗ କଲେ।

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்