Base Word
חַמָּה
Short Definitionheat; by implication, the sun
Long Definitionsun, heat of the sun, heat
Derivationfrom H2525
International Phonetic Alphabetħɑmˈmɔː
IPA modχɑˈmɑː
Syllableḥammâ
Dictionhahm-MAW
Diction Modha-MA
Usageheat, sun
Part of speechn-f

Job 30:28
ଶାେକ କରି ମୁଁ ଚାରିଆଡ଼େ ବୁଲେ, କିନ୍ତୁ ସାନ୍ତ୍ବନା ପାଏ ନାହିଁ। ମୁଁ ପ୍ରାର୍ଥନା ସଭା ରେ ଛିଡ଼ା ହୁଏ ଓ ସାହାୟ୍ଯ ପାଇଁ ଆର୍ତ୍ତନାଦ କରେ।

Psalm 19:6
ସୂର୍ୟ୍ଯ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ୟ୍ଯନ୍ତ ଦୌଡ଼ି ଦୌଡ଼ି ୟାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତ୍ର ଗୁପ୍ତ ହାଇେ ରହିପାରିବ ନାହିଁ। ସଦାପଭ୍ରୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସହେିଭଳି।

Song of Solomon 6:10
ଏହି ଯେ ଅରୁଣ ତୁଲ୍ଯ ଉଦୀଯମନା, ଚନ୍ଦ୍ରମା ତୁଲ୍ଯ ସୁନ୍ଦରୀ, ସୂର୍ୟ୍ଯ ତୁଲ୍ଯ ବିଶୁଦ୍ଧତା, ଧୂଜା ବିଶିଷ୍ଟ ସୈନ୍ଯତୁଲ୍ଯ ଭୟଙ୍କର, ସେ କିଏ?

Isaiah 24:23
ସେତବେେଳେ ସଦାପ୍ରଭୁ ସିୟୋନ ପର୍ବତ ଉପ ରେ ୟିରୁଶାଲମ ରେ ପ୍ରାଚୀନବର୍ଗ ସମ୍ମୁଖ ରେ ରାଜତ୍ବ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ବିତ ହବେ ଯେ ଚନ୍ଦ୍ର ତାଙ୍କ ନିକଟରେ ଅପ୍ରସ୍ତୁତ ହବେେ ଓ ସୂର୍ୟ୍ଯ ଲଜ୍ଜିତ ହବେେ।

Isaiah 30:26
ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।

Isaiah 30:26
ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்