Base Word
חֲנוֹךְ
Short DefinitionChanok, an antediluvian patriach
Long Definition(n pr m) eldest son of Cain
Derivationfrom H2596; initiated
International Phonetic Alphabetħə̆ˈn̪ok
IPA modχə̆ˈno̞wχ
Syllableḥănôk
Dictionhuh-NOKE
Diction Modhuh-NOKE
UsageEnoch
Part of speechn-pr-m n-pr-loc

Genesis 4:17
କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ ହନୋକ।

Genesis 4:17
କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ ହନୋକ।

Genesis 4:18
ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁଯାଯଲେ। ମହୁଯାଯଲରେ ଏକ ପୁତ୍ର ଥିଲା ଯାହାର ନାମ ମଥୁଶାଯଲେ ଓ ମଥୁଶାଯଲରେ ଏକ ପୁତ୍ର ଥିଲା ଯାହାର ନାମ ଲମେକ।

Genesis 5:18
ଯରଦେକୁ ଯେତବେେଳେ 162 ବର୍ଷ ବଯସ ହାଇେଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲ, ତାହାର ନାମ ହନୋକ।

Genesis 5:19
ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।

Genesis 5:21
ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।

Genesis 5:22
ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।

Genesis 5:23
ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।

Genesis 5:24
ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।

Genesis 25:4
ମିଦିଯନର ସନ୍ତାନ ଐଫା ଓ ଏଫର ଓ ହନୋକ ଅବୀଦ ଓ ଇଲଦାଯା ଏହି ସମସ୍ତେ କଟୂରାର ସାନ୍ତାନ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்