Base Word
חֹסָה
Short DefinitionChosah, an Israelite; also a place in Palestine
Long Definition(n pr m) a Levitical doorkeeper of the temple
Derivationfrom H2620; hopeful
International Phonetic Alphabetħoˈsɔː
IPA modχo̞wˈsɑː
Syllableḥōsâ
Dictionhoh-SAW
Diction Modhoh-SA
UsageHosah
Part of speechn-pr-m n-pr-loc

Joshua 19:29
ଏହାପରେ ଏହାର ସୀମା ଦକ୍ଷିଣ ରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକକ୍ସ୍ଟ ଲାଗିଥିଲା। ଏହିଠାରକ୍ସ୍ଟ ସେ ସୀମା ହୋଷାକକ୍ସ୍ଟ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଥିଲା।

1 Chronicles 16:38
ଓବେଦ୍ ଇଦୋମ ଓ ଅନ୍ୟ ଅଠଷଠି ଜଣ ଭ୍ରାତାମାନଙ୍କୁ ସେ ମଧ୍ଯ ସହେି ସ୍ଥାନ ରେ ଛାଡ଼ିଗଲେ। ଯବେୂଥୂନ୍ଙ୍କ ପୁତ୍ର ଓବେଦ୍ ଇଦୋମ୍, ହୋଷ ରକ୍ଷୀ ଥିଲେ।

1 Chronicles 26:10
ଏହିମାନେ ମରାରି ବଂଶର ଦ୍ବାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହାଇେଥିଲେ। ଦ୍ବାରପାଳମାନେ ବିଶଷେ ପ୍ରକା ରେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ। ସିମ୍ରି ଜେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।

1 Chronicles 26:11
ହିଲକିଯ ତାଙ୍କର ଦ୍ବିତୀୟ ପୁତ୍ର ଥିଲେ। ଟବଲିଯ ତାଙ୍କର ତୃତୀୟ ପୁତ୍ର ଥିଲେ। ଆଉ ଜିଖରିଯ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ସର୍ବ ମାଟେ, ହୋଷାଙ୍କର 13 ଜଣ ପୁତ୍ର ଓ ଆତ୍ମୀଯ ଥିଲେ।

1 Chronicles 26:16
ଶୁପପୀମ ଓ ହୋଷାଙ୍କୁ ପଶ୍ଚିମପାଶର୍‌ବ ଦ୍ବାର ଓ ଉଚ୍ଚତର ପଥରେ ଥିବା ଶଲେଖତ୍ ଦ୍ବାରକୁ ଜଗିବା ନିମନ୍ତେ ମନୋନୀତ କରାଗଲା। ପ୍ରେତ୍ୟକକ ପରିବାରରୁ ରକ୍ଷକମାନଙ୍କୁ ସମାନଙ୍କେର ସ୍ଥାନ ରେ ମୁତଯନ କରାଗଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்