Base Word
אֲבִידָן
Short DefinitionAbidan, an Israelite
Long Definitiona prince (ruler) of Benjamin
Derivationfrom H0001 and H1777; father of judgment (i.e., judge)
International Phonetic Alphabetʔə̆.bɪi̯ˈd̪ɔːn̪
IPA modʔə̆.viːˈdɑːn
Syllableʾăbîdān
Dictionuh-bee-DAWN
Diction Moduh-vee-DAHN
UsageAbidan
Part of speechn-pr-m

Numbers 1:11
ବିଦ୍ଯାମୀନ ପରିବାରବର୍ଗର, ଗିବିୟୋନର ପୁତ୍ର ଅବୀଦାନଣ।

Numbers 2:22
ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

Numbers 7:60
ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

Numbers 7:65
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

Numbers 10:24
ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்