Base Word | |
חֵת | |
Short Definition | Cheth, an indigenous Canaanite |
Long Definition | a son of Canaan and the progenitor of the Hittites |
Derivation | from H2865; terror |
International Phonetic Alphabet | ħet̪ |
IPA mod | χet |
Syllable | ḥēt |
Diction | hate |
Diction Mod | hate |
Usage | Heth |
Part of speech | n-pr-m |
Genesis 10:15
ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।
Genesis 23:3
ଏହାପରେ ଅବ୍ରହାମ ସହେି ମୃତ ଦହକେୁ ଛାଡ଼ି ହତରେମାନଙ୍କୁ କହିଲେ। ସେ ସମାନଙ୍କେୁ କହିଲେ,
Genesis 23:5
ହତରେ ଲୋକମାନେ ଅବ୍ରହାମକୁ ଉତ୍ତର ଦେଲେ,
Genesis 23:7
ଅବ୍ରହାମ ଉଠି ସହେି ଲୋକମାନଙ୍କୁ ପ୍ରଣାମ କଲେ।
Genesis 23:10
ସହେି ସମୟରେ ଇଫ୍ରୋଣ ସହେି ଲୋକମାନଙ୍କ ମଧିଅରେ ବସିଥିଲା। ତେଣୁ ହତରେ ଇଫ୍ରୋଣ ଆପଣା ନଗର ବହି ଦ୍ବାର ପ୍ରବେଶକାରୀ ହତରେ ସନ୍ତାନ ସମସ୍ତଙ୍କ ସାକ୍ଷାତ ରେ ଅବ୍ରହାମଙ୍କୁ ଉତ୍ତର ଦଲୋ।
Genesis 23:10
ସହେି ସମୟରେ ଇଫ୍ରୋଣ ସହେି ଲୋକମାନଙ୍କ ମଧିଅରେ ବସିଥିଲା। ତେଣୁ ହତରେ ଇଫ୍ରୋଣ ଆପଣା ନଗର ବହି ଦ୍ବାର ପ୍ରବେଶକାରୀ ହତରେ ସନ୍ତାନ ସମସ୍ତଙ୍କ ସାକ୍ଷାତ ରେ ଅବ୍ରହାମଙ୍କୁ ଉତ୍ତର ଦଲୋ।
Genesis 23:16
ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।
Genesis 23:18
ଏହି ଚୁକ୍ତି ନଗର ଫାଟକରେ ହତରେ ଲୋକମାନଙ୍କ ଆଗ ରେ କରାଗଲା।
Genesis 23:20
ଏହି ପ୍ରକା ରେ ଅବ୍ରହାମ ହତରେମାନଙ୍କଠାରୁ କ୍ଷତେ ଏବଂ ସେଥି ରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କଲେ।
Genesis 25:10
ଯେ ହତେୁ ଅବ୍ରହାମ ହତେୀଯ ସନ୍ତାନମାନଙ୍କ ନିକଟରୁ ସହେି କ୍ଷେତ୍ର କ୍ରଯ କରିଥିଲେ। ସହେି ସ୍ଥାନ ରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।
Occurences : 14
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்