Base Word
טַף
Short Definitiona family (mostly used collectively in the singular)
Long Definitionchildren, little children, little ones
Derivationfrom H2952 (perhaps referring to the tripping gait of children)
International Phonetic Alphabett̪’ɑp
IPA modtɑf
Syllableṭap
Dictiontahp
Diction Modtahf
Usage(little) children (ones), families
Part of speechn-m

Genesis 34:29
ସହେି ଲୋକମାନଙ୍କର ଯାହା ସବୁ ଥିଲା ସମସ୍ତ ଏମାନେ ନଇେ ଆସିଲେ। ତା'ର ଭାଇମାନେ ଏପରିକି ତାଙ୍କର ସ୍ତ୍ରୀ ଓ ପିଲାମାନଙ୍କୁ ବନ୍ଦୀକରି ନଇେ ଆସିଲେ।

Genesis 43:8
ଏହାପରେ ଯିହୁଦା ତାଙ୍କର ପିତାଙ୍କୁ କହିଲେ, ବିନ୍ଯାମୀନକୁ ମାେ ସହିତ ୟିବାକୁ ଦିଅ। ମୁଁ ତା'ର ଯତ୍ନ ନବେି। ଆମ୍ଭମାନଙ୍କୁ ମିଶର ୟାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନଯାଉ ତବେେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ଯ ମରିବେ।

Genesis 45:19
ଏହାପରେ ଫାରୋ କହିଲେ, ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ବାରା ସମାନଙ୍କେର ଭୂମିକୁ ୟାତ୍ରା କରନ୍ତୁ ଏବଂ ସମାନଙ୍କେର ପିତା, ସମାନଙ୍କେର ସ୍ତ୍ରୀମାନଙ୍କୁ ଏବଂ ସମାନଙ୍କେର ପିଲାମାନଙ୍କୁ ଆଣନ୍ତୁ।

Genesis 46:5
ଏହାପରେ ଯାକୁବ ବରେଶବୋ ଛାଡ଼ି ମିଶରକୁ ୟାତ୍ରା କଲେ। ଇଶ୍ରାଯାଲଙ୍କ ପୁତ୍ରମାନେ ତାଙ୍କ ପିତା ଯାକୁବଙ୍କୁ, ତାଙ୍କ ପିଲାମାନଙ୍କୁ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ବାରା ପ୍ ରରେିତ ଶକଟ ରେ ଆସିଲେ।

Genesis 47:12
ଯୋଷଫେ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସମାନଙ୍କେ ପରିବାରକୁ ଆବଶ୍ଯକ ପରିମାଣ ରେ ଖାଦ୍ୟ ଦେଲେ।

Genesis 47:24
ତହିଁରୁ ଯାହା ଉତ୍ପନ୍ନ ହବେ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦବେ। ପୁଣୁ ଅନ୍ୟ ଚାରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।

Genesis 50:8
ଯୋଷଫଙ୍କେ ପରିବାର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନ ରେ କବଳେ ପଶୁ ଓ ପିଲାମାନେ ରହିଲେ।

Genesis 50:21
ତେଣୁ ଭୟକର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନବେି। ଏହି ପ୍ରକାର ରେ ଯୋଷଫେ ତାଙ୍କର ଭାଇମାନଙ୍କୁ ମଧୁର ବଚନ ରେ ତୋଷିଲେ। ଏହିପରି କଥା ରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ବନା ଦେଲେ।

Exodus 10:10
ଫାରୋ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ୟିବାକୁ ଦିଏ! ଦେଖ, ତୁମ୍ଭମାନେେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ।

Exodus 10:24
ପୁନ୍ନରାଯ ଫାରୋ ମାଶାଙ୍କେୁ ଡାକିଲେ ଏବଂ କହିଲେ, ୟାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ଯାମାନଙ୍କୁ ସାଙ୍ଗ ରେ ନଇୟୋଅ। କିନ୍ତୁ ତୁମ୍ଭର ମଷଗେୁଡିକୁ ଓ ଗୋରୁଗାଈଗୁଡିକ ନିଅ ନାହିଁ।

Occurences : 42

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்