Base Word
יְבוּל
Short Definitionproduce, i.e., a crop or (figuratively) wealth
Long Definitionproduce, fruit, produce (of the soil)
Derivationfrom H2986
International Phonetic Alphabetjɛ̆ˈbuːl
IPA modjɛ̆ˈvul
Syllableyĕbûl
Dictionyeh-BOOL
Diction Modyeh-VOOL
Usagefruit, increase
Part of speechn-m

Leviticus 26:4
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।

Leviticus 26:20
ତୁମ୍ଭମାନେେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ଯ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।

Deuteronomy 11:17
ଯଦି ତୁମ୍ଭମାନେେ ଏପରି କର, ତବେେ ସଦାପ୍ରଭୁଙ୍କର କ୍ରୋଦ୍ଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ଜଳିତ ହବେ। ଏବଂ ସେ ଆକାଶ ରୋଧ କଲେ ବର୍ଷା ହବେ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରକ୍ସ୍ଟ ତୁମ୍ଭମାନେେ ଶୀଘ୍ର ଉଚ୍ଛିନ୍ନ ହବେ।

Deuteronomy 32:22
ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।

Judges 6:4
ସମାନେେ ଛାଉଣୀ ସ୍ଥାପନ କରି ଘାସା ପର୍ୟ୍ଯନ୍ତ ଭୂମିଜାତ ଶସ୍ଯାଦି ବିନାଶ କରନ୍ତି। ଇଶ୍ରାୟେଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡିଲେ ନାହିଁ। ଏପରିକି ସମାନେେ ମଷେ, ଗୋରୁ କିମ୍ବା ଗଧ କିଛି ଛାଡିଲେ ନାହିଁ।

Job 20:28
ପରମେଶ୍ବରଙ୍କ କୋପର ବନ୍ଯା ତା' ଘରର ସମସ୍ତ ପଦାର୍ଥକୁ ବୋହି ନଇୟିବେ।

Psalm 67:6
ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।

Psalm 78:46
ପରମେଶ୍ବର ସମାନଙ୍କେ ଫସଲକୁ କୀଟ ପଠାଇଲେ। ସମାନଙ୍କେର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।

Psalm 85:12
ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।

Ezekiel 34:27
କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ଯଗୁଡ଼ିକ ଉତ୍ପନ୍ନ କରିବ। ଏବଂ ସମାନେେ ନିଜ ଦେଶ ରେ ନିରାପଦ ରେ ରହିବେ। ଆଉ ମୁଁ ସମାନଙ୍କେ ୟୁଆଳିର ଖିଲ ଭାଙ୍ଗିବି ଓ ସମାନଙ୍କେୁ ଦାସତ୍ବ କରିବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କରିବି। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்