Sign in / My account

Strong's Hebrew Concordance

Strong's Hebrew #2983

Base Word
יְבוּסִי
Short Definitiona Jebusite or inhabitant of Jebus
Long Definition

descendants of the 3rd son of Canaan who lived in or around the site of Jebus, the early name for Jerusalem

Derivationpatrial from H2982
International Phonetic Alphabetjɛ̆.buːˈsɪi̯
IPA modjɛ̆.vuˈsiː
Syllableyĕbûsî
Dictionyeh-boo-SEE
Diction Modyeh-voo-SEE
UsageJebusite(-s)
Part of speechn-m

Bible Verses (41 occurrences)

Genesis 10:16

କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।

Genesis 15:21

ଇ ମାରେୀଯମାନଙ୍କର, କିଣାନୀଯମାନଙ୍କର ,ଓ ଗିର୍ଗାଶୀଯମାନଙ୍କର ଓ ୟିବୁଶୀଯମାନଙ୍କର ଦେଶ ତୁମ୍ଭକୁ ଦଲେି।

Exodus 3:8

ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

Exodus 3:17

ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'

Exodus 13:5

ଆଉ ଯେତବେେଳେ କିଣାନୀଯ, ହିତ୍ତୀଯ, ଇ ମାରେୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦବୋକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସେ ତୁମ୍ଭମାନଙ୍କୁ ଦବେେ।

Exodus 23:23

ପରମେଶ୍ବର କହିଲେ, ଆମ୍ଭର ଦୂତ ତୁମ୍ଭକୁ କ୍ଷେତ୍ର ମଧ୍ଯ ଦଇେ ଆଗଇେ ନବେ। ସେ ତୁମ୍ଭମାନଙ୍କୁ ଇମାରେୀୟ, ହିତ୍ତୀଯ, ପିରିଷୀଯ, କିଣାନୀଯ, ହିଦ୍ଦୀଯ ଓ ୟୁବୂଷୀଯମାନଙ୍କ ଦେଶକୁ ଆଣିବେ। ପୁଣି ଆମ୍ଭେ ସମାନଙ୍କେୁ ଉଚ୍ଛିନ୍ନ କରିବା।

Exodus 33:2

ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ବର୍ଗଦୂତ ପଠାଇବି ପୁଣି ମୁଁ କିଣାନୀଯ ଓ ଇମାରେୀୟ, ହିତ୍ତୀଯ, ପିରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ତଡି ଦବେି।

Exodus 34:11

ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦଲେି ତାହା ଅନୁସରଣ କର ମୁଁ ତୁମ୍ଭର ଶତୃମାନଙ୍କୁ ଏହି ଦେଶରୁ ବିତାଡିତ କରିବି। ମୁଁ କିଣାନୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୁଷୀଯ ଲୋକମାନଙ୍କୁ ବିତାଡିତ କରିବି।

Numbers 13:29

ଦକ୍ଷିଣ ଦେଶ ରେ ଅମାଲକେ ବାସ କରନ୍ତି, ପର୍ବତମଯ ଦେଶ ରେ ହିତ୍ତୀଯ, ୟିବୁଷୀଯ ଓ ଇ ମାରେୀଯ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ୟର୍ବ୍ଦନ ତୀର ରେ କିଣାନୀଯ ଲୋକମାନେ ବାସକରନ୍ତି।

Deuteronomy 7:1

ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।

Occurences : 41