Base Word
יוֹבֵל
Short Definitionthe blast of a horn (from its continuous sound); specifically, the signal of the silver trumpets; hence, the instrument itself and the festival thus introduced
Long Definitionram, ram's horn, trumpet, cornet
Derivationor יֹבֵל; apparently from H2986
International Phonetic Alphabetjoˈbel
IPA modjo̞wˈvel
Syllableyôbēl
Dictionyoh-BALE
Diction Modyoh-VALE
Usagejubile, ram's horn, trumpet
Part of speechn-m

Exodus 19:13
କିଏ ପଥର ଛଚୋ ରେ ମରିବ ତ କିଏ ବାଣ ଦ୍ବାରା ମରିବ। କିନ୍ତୁ କହେି ଏହି ବ୍ଯକ୍ତିକୁ ହତ୍ଯା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜୀବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ପଡିବ। ଏହାପରେ ସମାନେେ ପର୍ବତ ଉପରକୁ ୟାଇ ପାରିବେ।

Leviticus 25:10
ପୁଣି ତୁମ୍ଭେ ପଚାଶତମ ବର୍ଷକୁ ପବିତ୍ରରୂପେ ବିବଚେନା କରିବ। ସମୁଦାଯ ଦେଶ ରେ ପ୍ରେତ୍ୟକକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘାଷେଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ୟୋବଲେ (ମହୋଲ୍ଲାସ ଉତ୍ସବ) ହବେ। ତୁମ୍ଭମାନେେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫରେିୟିବ ଓ ପ୍ରେତ୍ୟକକ ନିଜ ନିଜ ବଂଶ ନିକଟକୁ ଫରେିୟିବ।

Leviticus 25:11
ସହେି ପଚାଶତମ ବର୍ଷ ବ୍ଯାପି ତୁମ୍ଭମାନଙ୍କ ନିମନ୍ତେ ୟୋବଲେ ହବେ। ତୁମ୍ଭମାନେେ କ୍ଷେତ୍ର ରେ ଶସ୍ଯ ବୁଣିବ ନାହିଁ କିମ୍ବା ଆପେ ବଢିଥିବା ଶସ୍ଯ କାଟିବ ନାହିଁ ଓ ଅଝଡା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Leviticus 25:12
କାରଣ ସହେି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହବେ। ତଥାପି ତୁମ୍ଭମାନେେ କ୍ଷେତ୍ରୋତ୍ପନ୍ନ ଶସ୍ଯାଦି ଖାଇ ପାରିବ।

Leviticus 25:13
ସେ ମହୋଲ୍ଲାସ-ଉତ୍ସବ ବର୍ଷ ରେ ପ୍ରେତ୍ୟକକ ନିଜ ନିଜ ଅଧିକାରକୁ ଫରେିୟିବା ଉଚିତ୍।

Leviticus 25:15
ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ଯା ଅନୁସାରେ ଆପଣା ପ୍ରତିବେଶୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ଯା ଅନୁସାରେ ସେ ତୁମ୍ଭଠା ରେ ବିକ୍ରଯ କରିବ।

Leviticus 25:28
ତବେେ ସେ ଯାହା ବିକ୍ରଯ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ କ୍ରଯକର୍ତ୍ତା ହସ୍ତ ରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହବେ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫରେିୟିବ।

Leviticus 25:28
ତବେେ ସେ ଯାହା ବିକ୍ରଯ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ କ୍ରଯକର୍ତ୍ତା ହସ୍ତ ରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହବେ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫରେିୟିବ।

Leviticus 25:30
ଯଦି ନଗର ରେ ସହେି ଗୃହଟିର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ହାଇେଥାଏ, ତବେେ ପଞ୍ଜିକା ବର୍ଷ ସମୂର୍ଣ୍ଣ ହେଲେ ମଧ୍ଯ ତାହା ବିକ୍ ରତାେ ବ୍ଯକ୍ତିକୁ ମିଳିବ ନାହିଁ। ସବୁଦିନ ପାଇଁ ଏକ ଗୃହଟି କ୍ରଯ କର୍ତ୍ତାର ହାଇେ ରହିବ। ମହୋଲ୍ଲାସ-ଉତ୍ସବ ବର୍ଷ ରେ ମଧ୍ଯ ତାହା ମୁକ୍ତ ହାଇପୋରିବ ନାହିଁ।

Leviticus 25:31
ମାତ୍ର ଗ୍ରାମଗୁଡିକର ଗୃହମାନ ପ୍ରାଚୀର ଦ୍ବାରା ଘରୋଉ ହାଇନୋହିଁ। ସହେି ନିର୍ମିତ ମହୋଲ୍ଲାସ-ଉତ୍ସବ ସମୟରେ ପ୍ରଥମ ବିକ୍ ରତାେ ନିକଟକୁ ଫରେିୟିବ।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்