Base Word
אֲחַשְׁדַּרְפַּן
Short Definitiona satrap or governor of a main province (of Persia)
Long Definitionsatrap, a governor of a Persian province
Derivationof Persian derivation
International Phonetic Alphabetʔə̆.ħɑʃ.d̪ɑrˈpɑn̪
IPA modʔə̆.χɑʃ.dɑʁˈpɑn
Syllableʾăḥašdarpan
Dictionuh-hahsh-dahr-PAHN
Diction Moduh-hahsh-dahr-PAHN
Usagelieutenant
Part of speechn-m

Ezra 8:36
ଏହାପରେ ସମାନେେ ନଦୀ ସପୋରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦଶାେଧ୍ଯକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସମାନେେ ଲୋକମାନଙ୍କର ଓ ପରମେଶ୍ବରଙ୍କ ଗୃହ କାର୍ୟ୍ଯ ରେ ସାହାର୍ୟ୍ଯ କଲେ।

Esther 3:12
ଏଣୁ ପ୍ରଥମ ମାସର ତ୍ରଯୋଦଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନର ସମସ୍ତ ଆଜ୍ଞାନୁସା ରେ ପ୍ରେତ୍ୟକକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରେତ୍ୟକକ ଦେଶୀଯ ଲୋକଙ୍କ ଭାଷାନୁସା ରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ବରେଶ ରାଜାର ନାମ ରେ ଲିଖିତ ଓ ରାଜାର ଅଙ୍ଗୁକୀଯ ରେ ମୁଦ୍ରାଙ୍କିତ ହେଲା।

Esther 8:9
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।

Esther 9:3
ପ୍ରଦେଶ ଅଧିପତି ଓ କ୍ଷତିପାଳ, ଶାସନକର୍ତ୍ତା ଓ ରାଜ କର୍ମଗ୍ଭରୀମାନେ ୟିହୁଦୀଯମାନଙ୍କୁ ସାହାୟ୍ଯ କଲେ। କାରଣ ସମାନେେ ମର୍ଦ୍ଦଖଯକୁ ଭୟ କରୁଥିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்