Base Word
אָטַם
Short Definitionto close (the lips or ears); by analology to contract (a window by bevelled jambs)
Long Definitionto shut, shut up, close
Derivationa primitive root
International Phonetic Alphabetʔɔːˈt̪’ɑm
IPA modʔɑːˈtɑm
Syllableʾāṭam
Dictionaw-TAHM
Diction Modah-TAHM
Usagenarrow, shut, stop
Part of speechv

1 Kings 6:4
ମନ୍ଦିରର ଝରକାଗୁଡିକ ସଂକୀର୍ଣ ଥିଲା। ଏ ଗୁଡିକ ବାହାରକୁ ସଂକୀର୍ଣ ଓ ଭିତରକୁ ପ୍ରଶସ୍ତ ଥିଲା ଓ ଏଥି ରେ ଜାଲିକାମ ହାଇେଥିଲା।

Psalm 58:4
ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।

Proverbs 17:28
ଅଜ୍ଞାନମାନେ ଚୁପ୍ ରହିଲେ ଜ୍ଞାନବାନ ଗଣିତ ହୁଏ। ପୁଣି ସେ ଆପଣା କଥା ବନ୍ଦ କଲେ ବୁଦ୍ଧିମାନ ଗଣିତ ହୁଏ।

Proverbs 21:13
ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।

Isaiah 33:15
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।

Ezekiel 40:16
ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍‌ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।

Ezekiel 41:16
କାଷ୍ଠ ଆଚ୍ଛାଦିତ ଦ୍ବାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟି ସବୁ, ଦ୍ବାର ସମ୍ମୁଖ ସ୍ଥାନର ନିକଟସ୍ଥ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ୟ୍ଯନ୍ତ ସବୁଗୁଡ଼ିକୁ ମାପିଲେ।

Ezekiel 41:26
ବାରଣ୍ଡାର ପାଶର୍‌ବ ରେ ଏ ପାଖ ରେ ଓ ସେ ପାଖ ରେ ବନ୍ଦ ଜଳାକବାଟି ଓ ଖଜୁର୍ର ବୃକ୍ଷର ଆକୃତି ଥିଲା। ଆଉ ମନ୍ଦିରସ୍ଥ ପାଶର୍‌ବ କଠାେରୀ ଓ ମାଟେ କଡ଼ିକାଠସବୁ ଏହି ପ୍ରକାର ଥିଲା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்