Base Word
יָפַע
Short Definitionto shine
Long Definitionto shine, shine forth or out, cause to shine, send out beams
Derivationa primitive root
International Phonetic Alphabetjɔːˈpɑʕ
IPA modjɑːˈfɑʕ
Syllableyāpaʿ
Dictionyaw-PA
Diction Modya-FA
Usagebe light, shew self, (cause to) shine (forth)
Part of speechv

Deuteronomy 33:2
ମାଶାେ ଆଶୀର୍ବାଦ କଲେ ଏବଂ କହିଲେ,

Job 3:4
ମୁଁ ଚା ହେଁ ସହେି ଦିନଟି ଅନ୍ଧାର ରହିଥାଆନ୍ତା ଏବଂ ମୁଁ ଚା ହେଁ ପରମେଶ୍ବର ସହେି ଦିନଟିକୁ ଭୁଲି ୟାଆନ୍ତୁ। ମୁଁ ଚା ହେଁ ଯେ ସଦେିନ ଦିପ୍ତୀ ପ୍ରକାଶିତ ହାଇେ ନ ଥାଆନ୍ତା।

Job 10:3
ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

Job 10:22
ମାରେ ଯେଉଁ ଅଳ୍ପ ଅବଶିଷ୍ଟ ଜୀବନ ବାକି ଅଛି ତାକୁ ଭୋଗ କରିବାକୁ ଦିଅ ସହେି ଦେଶକୁ ୟିବା ପୂର୍ବରୁ ଯାହାକୁ କହେି କବେେ ଦେଖି ନାହିଁ, ସହେି ଅନ୍ଧକାର ଅବ୍ଯବସ୍ଥା ରାଜ୍ଯ ରେ ଆଲୋକ ମଧ୍ଯ ଘନ ଅନ୍ଧକାର ସମାନ ଅଟେ।

Job 37:15
ଆୟୁବ, ତୁମ୍ଭେ ଜାଣ କି ପରମେଶ୍ବର କିପରି ବାଦଲକୁ ନିଯନ୍ତ୍ରଣ କରନ୍ତି। ତୁମ୍ଭେ ଜାଣ କି ପରମେଶ୍ବର ତାଙ୍କର ବିଜୁଳି ଚମକାନ୍ତି ?

Psalm 50:2
ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।

Psalm 80:1
ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।

Psalm 94:1
ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ବର, ୟିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦଖାେଅ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்