Base Word
יָקַע
Short Definitionproperly, to sever oneself, i.e., (by implication) to be dislocated; figuratively, to abandon; causatively, to impale (and thus allow to drop to pieces by rotting)
Long Definitionto be dislocated, be alienated
Derivationa primitive root
International Phonetic Alphabetjɔːˈk’ɑʕ
IPA modjɑːˈkɑʕ
Syllableyāqaʿ
Dictionyaw-KA
Diction Modya-KA
Usagebe alienated, depart, hang (up), be out of joint
Part of speechv

Genesis 32:25
ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

Numbers 25:4
ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।

2 Samuel 21:6
ତାହାରି ସନ୍ତାନମାନଙ୍କ ମଧ୍ଯରକ୍ସ୍ଟ ସାତଜଣ ପୁରୁଷ ଆମ୍ଭମାନଙ୍କ ହସ୍ତ ରେ ସମର୍ପିତ ହକ୍ସ୍ଟଅନ୍ତକ୍ସ୍ଟ। ତହିଁରେ ଆମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବିଯୋନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାନଙ୍କେୁ ଟଙ୍ଗାଇ ଦବୋ।

2 Samuel 21:9
ସମାନଙ୍କେୁ ରାଜା ଗିବିଯୋନୀଯମାନଙ୍କ ହସ୍ତ ରେ ସମର୍ପଣ କଲେ। ତହକ୍ସ୍ଟଁ ସମାନେେ ପର୍ବତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେୁ ଟାଙ୍ଗି ଦେଲେ, ପକ୍ସ୍ଟଣି ସେ ସାତଜଣ ୟାକ ଏକା ବେଳେ ମରା ପଡିଲେ। ସମାନେେ ପ୍ରଥମ ଶସ୍ଯଛଦନେ ସମୟରେ ଅର୍ଥାତ୍ ୟବ ଛଦନରେ ଆରମ୍ଭ ସମୟରେ ହତ ହେଲେ।

2 Samuel 21:13
ଏ ନିମନ୍ତେ ସେ ସଠାେରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ଆଣିଲା, ପକ୍ସ୍ଟଣି ଲୋକମାନେ ଟଙ୍ଗାୟିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

Jeremiah 6:8
ହେ ୟିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତବେେ ଆମ୍ଭେ ବିରକ୍ତି ରେ ତୁମ୍ଭ ପାଖରୁ ଦୂ ରଇେ ୟିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ଯ ରେ ପରିଣତ କରିବା।

Ezekiel 23:17
ତେଣୁ ବାବିଲୋନୀଯ ଲୋକମାନେ ତାହା ନିକଟକୁ ଆସି ପ୍ ରମେ କଲେ। ସମାନେେ ବ୍ଯଭିଚାର କ୍ରିଯାଦ୍ବାରା ତାକୁ ଅଶୁଚି କଲେ। ସମାନଙ୍କେ ଦ୍ବାରା ତୁଚ୍ଛ ହବୋ ପ ରେ, ସେ ସମାନଙ୍କେ ପ୍ରତି କ୍ରୋଧିତ ହେଲେ।

Ezekiel 23:18
ଏହିରୂପେ ସେ ନିଜର ବେଶ୍ଯାବୃତ୍ତି ପ୍ରକାଶ କଲା ଓ ନିଜର ଉଲଗ୍ନତା ଅନାବୃତ କଲା। ଏବଂ ମୁଁ ତା'ର ଭଗିନୀଠାରୁ ବିମୁଖ ହେଲା ପରି ତା'ଠାରୁ ମଧ୍ଯ ବିମୁଖ ହଲିେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்