Base Word
יְרִימוֹת
Short DefinitionJerimoth or Jeremoth, the name of twelve Israelites
Long Definitiona Benjamite, son of Bela and head of a house of Benjamite
Derivationor יְרֵימוֹת; or יְרֵמוֹת; feminine plural from H7311; elevations
International Phonetic Alphabetjɛ̆.rɪi̯ˈmot̪
IPA modjɛ̆.ʁiːˈmo̞wt
Syllableyĕrîmôt
Dictionyeh-ree-MOTE
Diction Modyeh-ree-MOTE
UsageJermoth, Jerimoth, and Ramoth (from the margin)
Part of speechn-pr-f

1 Chronicles 7:7
ବଲୋଙ୍କର ପାଞ୍ଚପୁତ୍ର ଥିଲେ। ସମାନଙ୍କେର ନାମ ଥିଲା : ଇଷବୋନ୍, ଉଷ, ଉଷୀଯଲେ, ଯିରମୋେତ୍ ଓ ଈରୀ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେ ପରିବାରର ଇତିହାସରୁ ଜଣାୟାଏ ଯେ, ସମାନଙ୍କେ ମଧିଅରେ 22,034 ଜଣ ସୈନିକ ଥିଲେ।

1 Chronicles 7:8
ବେଖରଙ୍କର ପୁତ୍ରମାନେ ଥିଲେ : ସମୀର, ୟୋଯାଶ, ଇଲୀଯଷେର, ଇଲିଯୋ-ଐନଯ, ଅମ୍ରି, ଯିରମୋେତ୍, ଅବିଯ, ଅନାଥୋତ୍ ଓ ଆଲମେତ୍। ଏମାନେ ସମସ୍ତେ ବେଖରର ସନ୍ତାନ ଥିଲେ।

1 Chronicles 8:14
ସମାନଙ୍କେର ଭାଇମାନେ ଥିଲେ, ଅହିଯୋ, ଶାଶକ୍ ଓ ଯିରମୋେତ୍,

1 Chronicles 12:5
ଇଲିଯୁଷଯ, ଯିରମୋେତ୍, ବାଲିଯା, ଶମରିଯ ଓ ହରୂବଂୀଯ, ଶଫଟିଯ ;

1 Chronicles 23:23
ମୂଶିଙ୍କ ପୁତ୍ରମାନେ ଥିଲେ, ମହଲି, ଏଦର ଓ ଯିରମୋେତ୍। ସମୁଦାଯ ତିନିଜଣ ପୁତ୍ର ଥିଲେ।

1 Chronicles 24:30
ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରମୋେତ୍।

1 Chronicles 25:4
ହମେନଙ୍କର ଯେଉଁ ପୁତ୍ରମାନେ ସବୋକାର୍ୟ୍ଯ କରୁଥିଲେ, ସମାନେେ ହେଲେ : ବୁକ୍କିଯ, ମତ୍ତନିଯ, ଉଷୀଯଲେ, ଶବୂଯଲେ ଓ ଯିରମୋେତ୍, ହନାନିଯ, ହନାନି, ଇଲୀଯାଥା, ଗିଦ୍ଦଲତି ଓ ରୋମମତି-ଏଷର, ୟଶବକାଶା, ମଲ୍ଲୋଥି, ହୋଥୀର, ମହସୀଯୋତ୍।

1 Chronicles 25:22
ପଞ୍ଚଦଶ ରେ, ଯିରମୋେତ୍ଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ

1 Chronicles 27:19
ସବୂଲୂନ୍ : ଓବଦିଯଙ୍କ ପୁତ୍ର ୟିଶମଯିମ୍।

2 Chronicles 11:18
ରିହବିଯାମ୍ ମହଲତ୍ଙ୍କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରମୋେତ୍ର। ତାଙ୍କର ମାତା ଥିଲେ ଅବୀହଯିଲ। ଯିରମୋେତ୍ର ଦାଉଦଙ୍କ ପୁତ୍ର ଥିଲେ। ଅବୀହଯିଲ ଇଲିଯାବ୍ଙ୍କ କନ୍ଯା ଥିଲେ। ଇଲିଯାବ୍ ୟିଶୀଙ୍କ ପୁତ୍ର ଥିଲେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்