Base Word
כִּפֻּר
Short Definitionexpiation (only in plural)
Long Definitionatonement
Derivationfrom H3722
International Phonetic Alphabetkɪp̚ˈpur
IPA modkiˈpuʁ
Syllablekippur
Dictionkip-POOR
Diction Modkee-POOR
Usageatonement
Part of speechn-m

Exodus 30:10
ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ୟଜ୍ଞବଦେୀର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ଯବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରେତ୍ୟକକ ବର୍ଷ ଏହା କରିବା ଉଚିତ୍। ଏହି ୟଜ୍ଞବଦେୀ ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।

Exodus 30:16
ସହେି ଅର୍ଥକୁ ଇଶ୍ରାୟେଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ ତମ୍ବୁର କାର୍ୟ୍ଯାର୍ଥେ ବିନି ଯଗେ କର। ଏହି ଦଯେ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ଯମ ହବେ। ସମାନେେ ସମାନଙ୍କେର ଜୀବନ ପା୍ରଯଶ୍ଚିତ ପାଇଁ ଏହା ଦାନ କରିବେ।

Leviticus 23:27
ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।

Leviticus 23:28
ସହେିଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବ ନାହିଁ। କାରଣ ଏହା ପ୍ରାଯଶ୍ଚିତ୍ତର ଦିନ। ସଦେିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ୟାଇ ତୁମ୍ଭମାନଙ୍କର ପ୍ରାଯଶ୍ଚିତ୍ତ କରିବ।

Leviticus 25:9
ତହୁଁ ସପ୍ତମ ମାସର ଦଶମ ଦିନ ରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରଯଶ୍ଚିତ ଦିନ ରେ ତୁମ୍ଭମାନେେ ନିଜର ସମଗ୍ର ଦେଶ ରେ ତୂରୀ ବଜାଇବ।

Numbers 5:8
ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦବୋ କଥା ସେ ଯଦି ମୃତ ହାଇେଥାଏ ଓ ତାହାର ଜ୍ଞାତି ରେ କହେି ନଥାନ୍ତି, ତବେେ ସେ ସଦାପ୍ରଭୁଙ୍କୁ ପରିଶାଧେ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦବେ, ତାହା ଯାଜକର ହବେ ଓ ତାହା ସହିତ ସହେି ମନୁଷ୍ଯ ତା'ର ପ୍ରାଯଶ୍ଚିତ ପାଇଁ ଏକ ମଷେ ବଳି ଉସର୍ଗ କରିବ।

Numbers 29:11
ପୁଣି ପାପର୍ଥକ ବଳିରୂପେ ଏକ ଛାଗ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ପ୍ରାଯଶ୍ଚିତାର୍ଥକ ନବୈେଦ୍ଯ, ନିତ୍ଯ ହାମବେଳି ଓ ସମାନଙ୍କେର ନବୈେଦ୍ଯ ଓ ପଯେ ନବୈେଦ୍ଯ ଛାଡା ଏହିସବୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்